ଆଉ ୪୩ଟି ମୋବାଇଲ ଆପ ବ୍ୟାନ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପୁଣି ୪୩ ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ସରକାର। ଦେଶର ସୁରକ୍ଷା, ଅଖଣ୍ଡତା ଉପରେ ପ୍ରଭାବ ପକାଉଥିବା ଅଭିଯୋଗରେ ସରକାର ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଆଇଟି ଆକ୍ଟ ଧାରା ୬୯ଏ ଜରିଆରେ ଏହି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି … Read More

ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଆଉ ୪୪,୦୫୯ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଆଉ ୪୪,୦୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ସହ   ଦେଶରେ  ମୋଟ କରୋନା ଆକ୍ରା‌ନ୍ତଙ୍କ ​ସଂଖ୍ୟା ୯୧ … Read More

୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫,୨୦୯ ନୂଆ ସଂକ୍ରମଣ ଓ ୫୦୧ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୫,୨୦୯ କରୋନାଭାଇରସ୍‌ଜନିତ ସଂକ୍ରମଣ ଓ ୫୦୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ସଂକ୍ରମଣ ମାମଲା ୯୦୯୫୮୦୬ ପହଞ୍ଚିଥିବା ବେଳେ ମୃତ୍ୟୁସଂଖ୍ୟା ୧୩୩, ୨୨୭ରେ … Read More

୨୬ରେ ଦେଶ ବ୍ୟାପୀ ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶର କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ସମୂହ ଓ ଶତାଧିକ ଟ୍ରେଡ଼ ଫେଡ଼େରେସନମାନଙ୍କ ଦ୍ୱାରା ଆହୁତ ଆସନ୍ତା ୨୬ ନଭେମ୍ବରର ଦେଶବ୍ୟାପୀ ସାଧାରଣ ଧର୍ମଘଟରେ ବ୍ୟାଙ୍କ କର୍ମଚାରୀ ଓ ଅଫିସରମାନେ ସାମିଲ ହେବେ। ଏହି ଧର୍ମଘଟ କେନ୍ଦ୍ର … Read More

ପୁଣି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ; ନୂଆ ପଜିଟିଭ ୪୬,୨୩୨, ମୋଟ ଆକ୍ରାନ୍ତ ୯୦,୫୦,୫୯୮

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କିଛିଦିନ ତଳେ ଦେଶରେ କରୋନା ପଜିଟିଭ ସଂଖ୍ୟାରେ ହ୍ରାସ ପାଉଥିବା ବେଳେ ପୁଣି ଏଥିରେ ବୃଦ୍ଧି ହେଉଥିବା ଦେଖାଯାଉଛି। ଦେଶରେ ୨୪ ଘଣ୍ଟାରେ ୪୬,୨୩୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୫୬୪ କରୋନା ଆକ୍ରାନ୍ତଙ୍କ … Read More

୯୦ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା : ମୃତ୍ୟୁ ହାର ହାର ୧.୪୭%

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ସଂଖ୍ୟା ୯୦ ଲକ୍ଷ ଟପିଛି। ଗତ ୨୪ ଘଣ୍ଟାରେ ଆଉ ୪୫ହଜାର ୮୮୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଲକ୍ଷ  ୪ ହଜାର … Read More

୨୬ ତାରିଖରେ ଭାରତ ବନ୍ଦ !

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :କେନ୍ଦ୍ର ସରକାରଙ୍କ ନୂଆ କୃଷି ନୀତି ଓ ଶ୍ରମ ନୀତିକୁ ବିରୋଧ କରି ଆସନ୍ତା ୨୬ ତାରିଖରେ ଭାରତ ବନ୍ଦ ଡାକରା ଦେଇଛନ୍ତି ଶ୍ରମିକ ସଙ୍ଗଠନ ।  ୧୦ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଏହି ବନ୍ଦ … Read More

ଦିଲ୍ଲୀରେ କରୋନା ସ୍ଥିତି ଅସମ୍ଭାଳ : ଗତ ୨୪ ଘଂଟାରେ ସର୍ବାଧିକ ୧୩୧ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ଭୟଙ୍କର ରୂପ ଧାରଣ କରିଛି। ୨୪ ଘଣ୍ଟା ମଧ୍ୟରେ ରାଜଧାନୀରେ ମୃତ୍ୟୁର ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୪୮୬ଜଣ ସଂକ୍ରମିତ ଚିହ୍ନଟ … Read More

ଦେଶରେ ୨୪ ଘଣ୍ଟାରେ ୩୮ ହଜାର ୬୧୭ ନୂଆ କରୋନା ଆକ୍ରାନ୍ତ, ୪୭୪ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟ ହ୍ରାସା ପାଇବାରେ ଲାଗିଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ଆଶ୍ବସ୍ତି ମିଳିଛି।  ଗତ ୨୪ ଘଣ୍ଟାରେ ୩୮ ହଜାର ୬୧୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। … Read More

ହ୍ରାସ ପାଉଛି ସଂକ୍ରମଣ : ମୃତ୍ୟୁ ସଂଖ୍ୟା ଲକ୍ଷେ ୩୦ହଜାର ଟପିଲା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୦ ହଜାର ୬୮୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୮ଲକ୍ଷ ୪୫ … Read More