୨୪ ଘଣ୍ଟାରେ ସୁସ୍ଥ ହେଲେ ୪୨ ହଜାର ୧୫୬, ଦେଶରେ କରୋନା ଆରୋଗ୍ୟ ହାର ୯୩.୦୯%କୁ ବୃଦ୍ଧି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଗତ ୨୪ ଘଣ୍ଟାରେ ୪୨ ହଜାର ୧୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ଆରୋଗ୍ୟ ହାର ୯୩.୦୯ ପ୍ରତିଶତକୁ ବୃଦ୍ଧି ପାଇଛି। ଏହାକୁ ମିଶାଇ ଦେଶରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୮୧ … Read More

ଯବାନଙ୍କ ସହ ଦୀପାବଳି ପାଳନ କରିବାକୁ ଲୋଙ୍ଗେବାଲା ପୋଷ୍ଟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ମୋଦି ଆଜି ଯବାନଙ୍କ ସହ ଦୀପାବଳି ପାଳନ କରିବାକୁ ଜୈସଲମେରରେ ପହଞ୍ଚିଛନ୍ତି। କିଛି ସମୟରେ ମୋଦି ଲୋଙ୍ଗେବାଲା ପୋଷ୍ଟରେ ପହଞ୍ଚିବେ। ପ୍ରଧାନମନ୍ତ୍ରୀ ମୋଦି ଲୋଙ୍ଗେବାଲା ପୋଷ୍ଟରେ ୧୯୭୧ ମସିହାରେ ଯୁଦ୍ଧରେ ତିଆରି ହୋଇଥିବା ୱାର … Read More

୨୪ଘଣ୍ଟାରେ ୪୪,୬୮୪ କରୋନା ଆକ୍ରାନ୍ତ ଚିହ୍ନଟ, ୪୭,୯୯୨ଜଣ ସୁସ୍ଥ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟାରେ  ପ୍ରାୟ ୪୪ ହଜାର ୬୮୪ ନୂଆ ସଂକ୍ରମଣ ସହ  ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୮୭,୭୩,୪୭୯ ରେ ପହଞ୍ଚିଛି ଓ ୫୨୦ ଜଣ ମୃତ୍ୟୁବରଣ କରିଛନ୍ତି । ଏହା ସହ … Read More

ଆତ୍ମନିର୍ଭର ଭାରତ ୩.୦ ଘୋଷଣା କଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଆତ୍ମନିର୍ଭର ଭାରତ ୩.୦ ଅଧୀନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୧୨ ଯୋଜନା ଘୋଷଣା କରିଛନ୍ତି। ଏଥିପାଇଁ ୨.୬୫ ଲକ୍ଷ କୋଟିର ବ୍ୟବସ୍ଥାର କରାଯାଇଛି। ଗ୍ରାମୀଣ ନିଯୁକ୍ତି ବୃଦ୍ଧି କରିବା ଓ ବିଭିନ୍ନ ବର୍ଗର ଲୋକଙ୍କୁ ଆର୍ଥିକ ସହାୟତା … Read More

ଦେଶର ଆର୍ଥିକ ଅବସ୍ଥାରେ ଦ୍ରୁତ ସୁଧାର ଆସିଛି : ନିର୍ମଳା ସୀତାରମଣ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :କରୋନା ମହାମାରୀ ମଧ୍ୟରେ ଦେଶର ଅର୍ଥବ୍ୟବସ୍ଥା ଉପରେ ଯେଉଁ ଆର୍ଥିକ ଚାପ ପଡିଥିଲା ତାହା ବର୍ତ୍ତମାନ ସୁଧାର ଆସିଛି। ଦେଶର ଅର୍ଥବ୍ୟବସ୍ଥାରେ ଦ୍ରୁତ ଗତିରେ ସୁଧାର ଆସିଛି। ଏନେଇ ଦେଶର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସାମ୍ବାଦିକ ସମ୍ମିଳନୀରେ … Read More

ଦେଶରେ ନୂଆ ଆକ୍ରାନ୍ତ ୪୪,୨୮୧; ମୃତ ୫୧୨

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କିଛି ଦିନ ହେବ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହେଉଥିବା ଦେଖାଯାଉଛି। ଦେଶରେ ୨୪ ଘଣ୍ଟାରେ ୪୪,୨୮୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୧୨ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ … Read More

୨୪ ଘଣ୍ଟା ମଧ୍ୟରେ ୪୫,୯୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ୪୮,୪୦୫ଜଣ ସୁସ୍ଥ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆଜି ପୁଣି ୫୦,୦୦୦ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।  ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୪୫ହଜାର ୯୦୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦ‌ାୟ ୮୫ ଲକ୍ଷ … Read More

କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ; ୫୦,୩୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୫୭୭ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କିଛିଦିନ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଥିବା ଦେଖାଯାଇଥିବା ବେଳେ ପୁନଃ ବୃଦ୍ଧି ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୫୦,୩୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୭୭ କରୋନା ଆକ୍ରାନ୍ତଙ୍କ … Read More

୪୭, ୬୩୮ ନୂଆ କରୋନା ପଜିଟିଭ ଚିହ୍ନଟ ; ୫,୨୦,୭୭୩ ଚିକିତ୍ସାଧୀନ

ଭୁବନେଶ୍ବର, (ଓଡିଶା ଟାଇମ୍) :କିଛି ଦିନ ହେବ ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହେଉଥିବା ଦେଖାଯାଇଥିଲା। ମାତ୍ର ପୁନଃ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୪୭, ୬୩୮ ନୂଆ କରୋନା ପଜିଟିଭ … Read More

ଦେଶରେ ପୁଣି ବଢ଼ିଲା କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା; ୨୪ ଘଣ୍ଟାରେ ୫୦ ହଜାର ୨୦୯ ନୂଆ ଆକ୍ରାନ୍ତ, ୭୦୪ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟ ହ୍ରାସା ପାଉଥିବା ବେଳେ ପୁଣି ଥରେ ସାମାନ୍ୟ ବୃଦ୍ଧି ହେଉଥିବା ଦେଖିବାକୁ ମିଳଛି। ଗତ ୨୪ ଘଣ୍ଟାରେ ୫୦ ହଜାର ୨୦୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। … Read More