ଓଡ଼ିଶା ସମେତ ସମଗ୍ର ଦେଶରୁ ବିଦାୟ ନେଲା ଦକ୍ଷିଣ-ପଶ୍ଚିମ ମୌସୁମୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଓଡ଼ିଶା ସମେତ ସାରା ଦେଶରୁ ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ବୁଧବାର ସମ୍ପୂର୍ଣ୍ଣ ବିଦାୟ ନେଇଛି। ଭୁବନେଶ୍ଵର ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ବିଦାୟ ନେବାର … Read More

ଆଜି ଭାରତ-ଆମେରିକା ଟୁ ପ୍ଲସ ଟୁ ଶିଖର ବୈଠକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଆଜି ଭାରତ-ଆମେରିକା ଟୁ ପ୍ଲସ ଟୁ ଶିଖର ବୈଠକ ଅନୁଷ୍ଠିତ ହେବ। ଏଥିରେ ଭାରତ-ଆମେରିକା ଭାଗିଦାରୀ ସମ୍ପର୍କକୁ ଅଧିକ ସୁଦୃଢ଼ କରିବା ଓ ପ୍ରଶାସନ୍ତ ମହାସାଗରୀୟ ଅଞ୍ଚଳରେ ଶାନ୍ତି, ସମୃଦ୍ଧି ଓ ସ୍ଥିରତା ଆଣିବା ଉପରେ ଆଲୋଚନା … Read More

ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପୂର୍ବତନ କେନ୍ଦ୍ର ଖଣି ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ୍ । ଜଣେ ଜାମିନଦାର ଓ ୧ ଲକ୍ଷ ଟଙ୍କାର ମୁଚାଲିକା ବଦଳରେ ସ୍ପେଶାଲ ସିବିଆଇ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି । କୋଇଲା ଖଣି … Read More

କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲା : ପୂର୍ବତନ ଖଣି ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ୧୯୯୯ ମସିହାରେ କୋଇଲା ଖାଦାନ ଆବଣ୍ଟନ ମାମଲାରେ ଅନିୟମିତତା ନିମନ୍ତେ ପୂର୍ବତନ କେନ୍ଦ୍ର କୋଇଲା ମନ୍ତ୍ରୀ ଦିଲିପ ରାୟ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଆଜି ସିବିଆଇ ସ୍ୱତନ୍ତ୍ର ଅଦାଲତ ତାଙ୍କୁ ୩ ବର୍ଷ ଜେଲ … Read More

ଦେଶରେ ପାଖାପାଖି ୮୦ ଲକ୍ଷ ଛୁଇଁଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ମୃତ୍ୟୁ ସଂଖ୍ୟା ପ୍ରାୟ ୧ ଲକ୍ଷ ୨୦ ହଜାର

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :  ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ନୂଆ ୪୫ ହଜାର ୧୪୯ ଆକ୍ରାନ୍ତ ଚିହ୍ନଟ ହେବା ପରେ ଦେଶରେ ସମୁଦ‌ାୟ ଆକ୍ରାନ୍ତଙ୍କ ସଂଖ୍ୟା ୭୯ ଲକ୍ଷ ୯ ହଜାର ୯୬୦ ଛୁଇଁଛି। ସେହିପରି ଗତ ୨୪ … Read More

ଆଜି ବିଶ୍ବ ପୋଲିଓ ଦିବସ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆଜି ବିଶ୍ବ ପୋଲିଓ ଦିବସ। ପ୍ରତିବର୍ଷ ଅକ୍ଟୋବର ମାସ ୨୪ ତାରିଖକୁ ବିଶ୍ବ ପୋଲିଓ ଦିବସ ଭାବେ ପାଳନ କରାଯାଇଥାଏ। ଆନ୍ତର୍ଜାତୀୟ ରୋଟାରୀ ଫାଉଣ୍ଡେସନ ପକ୍ଷରୁ ପୋଲିଓ ଭ୍ୟାକସିନ ତିଆରି କରିଥିବା ଜନ ସାଲ୍କଙ୍କ ଜନ୍ମଦିନ … Read More

୨୪ ଘଣ୍ଟାରେ ୫୩ ହଜାର ନୂଆ ଆକ୍ରାନ୍ତ, ୬୫୦ ମୃତ, ୭୦ ଲକ୍ଷ ଟପିଲା ଆରୋଗ୍ୟ ସଂଖ୍ୟା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟାରେ ଦେଶରେ ୫୩,୩୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୬୫୦ ଜଣ ମୃତ୍ୟୁବରଣ କରିଛନ୍ତି । ଏହା ଫଳରେ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୮ ଲକ୍ଷ ଟପିଯାଇଛି … Read More

ଆମେରିକା ନିର୍ବାଚନ: ରୁଷ, ଚୀନ ଓ ଭାରତ ଉପରେ ବର୍ଷିଲେ ଟ୍ରମ୍ପ, ଜଳବାୟୁ ପରିବର୍ତ୍ତନକୁ କଲେ ଦାୟୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଦିନ ପାଖେଇ ଆସୁଛି। ଆମେରିକା ରାଷ୍ଟ୍ରପତି ନିର୍ବାଚନର ଦୁଇ ସପ୍ତାହ ପୂର୍ବରୁ ଶେଷ ହୋଇଛି ପ୍ରେସିଡେନ୍ସିଆଲ୍ ଡିବେଟ୍। ଚଳିତଥର ନିର୍ବାଚନରେ ରିପବ୍ଲିକାନ୍ ପ୍ରାର୍ଥୀ ଡୋନାଲ୍‌ଡ ଟ୍ରମ୍ପ ଓ ଡେମୋକ୍ରାଟିକ୍ ପାର୍ଟିର ଜୋ … Read More

ବିହାର ନିର୍ବାଚନ: ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ପ୍ରଧାନମନ୍ତ୍ରୀ ମୋଦୀ ଓ ରାହୁଲ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଆଜି ନିର୍ବାଚନୀ ମଇଦାନକୁ ଓହ୍ଲାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ନେତା ରାହୁଲ ଗାନ୍ଧି। ବିହାରରେ ଦୁଇ ନେତାଙ୍କ ଆଜି ଏହା ହେଉଛି ପ୍ରଥମ ରାଲି। ତେବେ ମୋଦି ଆଜି ବିହାରରେ ତିନିଟି ରାଲି କରିବେ … Read More

ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ୭୭.୬୧ ଲକ୍ଷକୁ ବୃଦ୍ଧି, ୨୪ ଘଣ୍ଟାରେ ୬୯୦ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟାରେ ପ୍ରାୟ ୫୪,୩୬୬ ହଜାର ନୂଆ ସଂକ୍ରମଣ ସହ ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୭୭,୬୧,୩୧୨ ରେ ପହଞ୍ଚିଛି ଓ ୬୯୦ ଜଣ ମୃତ୍ୟୁବରଣ କରିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ … Read More