ଆଜିଠୁ ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜିଠାରୁ ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଆରମ୍ଭ ହେବ। ନଭେମ୍ବର ୧୧ରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ଥିଓରି ଓ ୧୨ ତାରିଖ‌ରେ ପ୍ରାକ୍ଟିକାଲ/ପ୍ରୋଜେକ୍ଟ ପେପର୍‌ ପରୀକ୍ଷା କରାଯିବ। ଏକାଥରେ ରେଗୁଲାର, ଏକ୍ସ-ରେଗୁଲାର ଓ ଡିଷ୍ଟାନ୍ସ … Read More