ରାଜ୍ୟରେ ଆନ୍ତର୍ଜାତୀୟ ବିପର୍ଯ୍ୟୟ ପ୍ରଶମନ କେନ୍ଦ୍ର ପ୍ରତିଷ୍ଠା ପାଇଁ ପ୍ରସ୍ତାବ

ଭୁବନେଶ୍ୱର, (ଓଟି): ଓଡ଼ିଶାରେ ଆନ୍ତର୍ଜାତିକ ବିପର୍ଯ୍ୟୟ ପ୍ରଶମନ ଓ ପୁନରୁଦ୍ଧାର କେନ୍ଦ୍ର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମିଳିତ ଜାତିସଂଘ ଅଧିକାରୀମାନଙ୍କୁ ପ୍ରସ୍ତାବ ଦେଇଛନ୍ତି । କେନ୍ଦ୍ର ଅର୍ଥ ମନ୍ତ୍ରାଳୟର ଅର୍ଥନୈତିକ ବ୍ୟାପାର ବିଭାଗ ନେତୃତ୍ୱରେ ଓଡ଼ିଶା ଗସ୍ତରେ ଆସିଥିବା … Read More