ଅଗ୍ନିଶମ ଡିଜି ଭାବେ ଦାଇତ୍ୱ ଗ୍ରହଣ କଲେ ଆଇପିଏସ ଡ.ସତ୍ୟଜିତ ମହାନ୍ତି

ଭୁବନେଶ୍ବର, (ଓଡିଶା ଟାଇମ୍) : ଅଗ୍ନିଶମ ବିଭାଗର ନିର୍ଦ୍ଦେଶକ ଭାବେ ଆଜି ଦାୟିତ୍ୱ ନେଇଛନ୍ତି ଆଇପିଏସ୍ ଡକ୍ଟର ସତ୍ୟଜିତ୍ ମହାନ୍ତି । ଅଗ୍ନିଶମ ବିଭାଗର ନିର୍ଦ୍ଦେଶକ ଭାବେ ସେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୮୮ ବ୍ୟାଚର ବରିଷ୍ଠ ଆଇପିଏସ୍‌ … Read More