ବହୁ ଚର୍ଚ୍ଚିତ ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ
ରାୟଗଡା, (ଓଡିଶା ଟାଇମ୍) :ରାୟଗଡାର ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାର ମୁଖ୍ୟ ଦୋଷୀ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ହୋଇଛି । ୨୦୧୬ ଏପ୍ରିଲ ୨୬ରେ ନେତ୍ରାନନ୍ଦ ଦୋଷୀ ସାବ୍ୟସ୍ତ ହୋଇ କୋରାପୁଟରେ ଜେଲରେ ଆଜୀବନ ସଜା … Read More