ଏଣିକି ଶ୍ରୀମନ୍ଦିରରେ ମିଳିବ ଅବଢା, ବରାଦ ଦେଇପାରିବେ ଭକ୍ତ

ପୁରୀ , (ଓଡିଶା ଟାଇମ୍) : କରୋନା ସଙ୍କଟ ମଧ୍ୟରେ ଭକ୍ତମାନଙ୍କ ପାଇଁ ଆସିଛି ଖୁସି ଖବର । ଏଣିକି ପୁରୀ ଶ୍ରୀମନ୍ଦିରରେ ଭକ୍ତ ପାଇପାରିବେ ମହାପ୍ରସାଦ । ଆଜି ମହାପ୍ରସାଦ ଉପରେ ଥିବା ସମସ୍ତ କଟକଣାକୁ ହଟାଯାଇଛି । ଏନେଇ … Read More

ଶ୍ରୀମନ୍ଦିର ଉନ୍ନୟନ କାର୍ଯ୍ୟ ଓ ସୌନ୍ଦର୍ଯ୍ୟକରଣର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : : ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ପହଞ୍ଚି ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପୁରୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଚଉହଦୀରେ ହୋଇଥିବା ବିଭିନ୍ନ କାର୍ଯ୍ୟ … Read More

ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବା ସମ୍ପର୍କରେ ଆଜି ଆଲୋଚନା

ଭୁବନେଶ୍ବର, (ଓଡିଶା ଟାଇମ୍): ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲାଯିବା ସମ୍ପର୍କରେ ଲୋକଙ୍କ ମତାମତ ଲୋଡ଼ିବ ମନ୍ଦିର ପ୍ରଶାସନ। ମୁଖ୍ୟ ପ୍ରଶାସକ ଡଃ କ୍ରିଷନ କୁମାର ଶୁକ୍ରବାର ଏ ସମ୍ପର୍କରେ ବିଭିନ୍ନ ବର୍ଗ ଲୋକଙ୍କ ସହ ଆଲୋଚନା କରିବେ। ସେବକ ନିଯୋଗ କର୍ମକର୍ତ୍ତା … Read More

ବାହୁଡ଼ିଲେ ମହାପ୍ରଭୁ, ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଲା ୩ରଥ

ପୁରୀ, (ଓଡିଶା ଟାଇମ୍) : ବିନାଭକ୍ତରେ ହେଉ ପଛକେ ଶ୍ରୀଗୁଣ୍ଡିଚା ଯାତ୍ରା ଭଳି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ମଧ୍ୟ ଖୁବ୍‌ ସୁନ୍ଦର ଭାବେ ସୁରୁଖୁରୁରେ ସମ୍ପନ୍ନ ହୋଇଛି । ପ୍ରତିବର୍ଷ ଘୋଷଯାତ୍ରା ସମୟରେ ଯେଉଁଠି ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ବଡ଼ଦାଣ୍ଡ … Read More

ତିନି ରଥରେ ବିଜେ ହେଲେ ତିନି ଠାକୁର

ପୁରୀ, (ଓଡିଶା ଟାଇମ୍) : ରଥାରୁଢ ହେଲେ ଚତୁର୍ଧମୂର୍ତ୍ତି । ଆଜି କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କ ପବିତ୍ର ବାହୁଡା ଯାତ୍ରା । ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ରତ୍ନବେଦୀ ଛାଡି ଜନ୍ମବେଦୀକୁ ଚାଲି ଆସିଥିବା ବିଶ୍ୱ … Read More

ପୁରୀ ରଥଯାତ୍ରା: ଆସନ୍ତାକାଲି ତିନି ରଥର ହେବ ଦକ୍ଷିଣ ମୋଡ଼

ପୁରୀ , (ଓଡିଶା ଟାଇମ୍) : ଆସନ୍ତାକାଲି ତିନି ରଥର ଦକ୍ଷିଣ ମୋଡ଼ କରାଯିବ । ସେନେଇ ରଥର ଯାଞ୍ଚ କରାଯାଇଛି । ତିନି ରଥକୁ ଯାଞ୍ଚ କରିଛନ୍ତି ରଥ ତଦାରଖ କମିଟି । ଶ୍ରୀମନ୍ଦିର ବୈଷୟିକ ଯନ୍ତ୍ରୀ, ପୂର୍ତ୍ତ ବିଭାଗ … Read More

ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି

ପୁରୀ, (ଓଡିଶା ଟାଇମ୍) : ଆଜି ଶ୍ରୀଜୀଉଙ୍କ ହେବ ବନକଲାଗି ନୀତି । ମଧ୍ୟାହ୍ନଧୁପ ସରିବା ପରେ ପଛ ଭୋଗମଣ୍ଡପରେ କରାଯିବ ଏହି ଗୁପ୍ତ ନୀତି । ଏଥିପାଇଁ ଆବଶ୍ୟକ ସାମଗ୍ରୀକୁ ଦତ୍ତ ମହାପାତ୍ର ସେବାୟତଙ୍କୁ ଯୋଗାଇଦିଆଯାଇଛି । ଏମାନେ ୪ … Read More

ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିବ ଫୁଲୁରି ତେଲ

ଭୁବନେଶ୍ବର, (ଓଡିଶା ଟାଇମ ) : ଦେବସ୍ନାନ ପୂର୍ଣ୍ଣିମା ପରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଜ୍ୱରରେ ପୀଡ଼ିତ ଅଛନ୍ତି । ତେଣୁ ଅଣସର ଘରେ ଶ୍ରୀଜୀଉଙ୍କ ଗୁପ୍ତ ସେବା ଚାଲିଛି । ଆଜି ବଡ଼ ଓଡ଼ିଆ ମଠ ପକ୍ଷରୁ ପଠାଯିବା ଫୁଲୁରି ତେଲ … Read More

କରୋନା ଭାଇରସ୍: ସେବାୟତଙ୍କୁ ଦିଆଯିବ ହୋମିଓପାଥିକ ଔଷଧ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ ହୋମିଓପାଥି ଔଷଧ। ସେମାନଙ୍କର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ହୋମିଓପାଥି ଔଷଧ ଦିଆଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି। ଆସନ୍ତାକାଲିଠାରୁ ନୀଳାଦ୍ରି ଭକ୍ତ ନିବାସରେ ଆୟୋଜିତ ଏକ ଶିବିର … Read More

ମହାସ୍ନାନ ପରେ ଅଣସରକୁ ଗଲେ ଶ୍ରୀଜିଉ

ଭୁବନେଶ୍ବର, (ଓଡିଶା ଟାଇମ୍) : ସ୍ନାନମଣ୍ଡପରେ ୧୦୮ଗଡୁ ଜଳରେ ସ୍ନାନ ଯୋଗୁଁ ଅସୁସ୍ଥ ହୋଇପଡିଛନ୍ତି ଶ୍ରୀଜିଉ । ଶ୍ରୀମନ୍ଦିର ଅଣସରଘରେ ପ୍ରଭୁଙ୍କ ଗୁପ୍ତସେବା ଆରମ୍ଭ ହୋଇଛି । ଏଥିପାଇଁ ଆଜିଠାରୁ ପଟିଦିଅଁଙ୍କୁ ପୂଜା କରାଯିବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ନାରାୟଣ, … Read More