୨୦୨୦ରେ ୧୯୧ ଆତଙ୍କବାଦୀ ନିପାତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଜାମ୍ମୁ-କଶ୍ମୀରରେ ଚଳିତ ବର୍ଷ ରେକର୍ଡ ସଂଖ୍ୟାରେ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ସୁରକ୍ଷାକର୍ମୀଙ୍କ ଦ୍ବାରା ୨୦୨୦ ଜାନୁଆରୀରୁ ନଭେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ଜାମ୍ମୁ-କଶ୍ମୀରରେ ୧୯୧ ଆତଙ୍କବାଦୀ ନିପାତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ୨୦ ବିଦେଶୀ; … Read More

ଜମ୍ମୁ ଓ କଶ୍ମୀର ରାଜୌରିରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଜଣେ ଯବାନ ସହିଦ

ଶ୍ରୀନଗର, (ଓଡିଶା ଟାଇମ୍) :ଜମ୍ମୁ ଓ କଶ୍ମୀରର ରାଜୌରି ଜିଲ୍ଲାରେ ଶନିବାର ଦିନ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ କରିବାରୁ ଭାରତୀୟ ସେନାର ଜଣେ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନ ହେଉଛନ୍ତି ହାବିଲଦାର ପାଟିଲ ସଂଗ୍ରାମ ଶିବାଜୀ। ଜଣେ ଅଧିକାରୀ କହିଛନ୍ତି, … Read More

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ; ୨ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ,(ଓଡିଶା ଟାଇମ୍) :  ଜମ୍ମୁ-କାଶ୍ମୀରର କୁଲଗାମ ଚିଙ୍ଗାମ ସେକ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି।ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହାସହ ଘଟଣାସ୍ଥଳରୁ ବିଭିନ୍ନ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସୂଚନା ଯୋଗ୍ୟ, ଜମ୍ମୁ-କାଶ୍ମୀରର କୁଲଗାମ ଜିଲାର ଚିଙ୍ଗାମ ଅଞ୍ଚଳରେ ଆତଙ୍କବାଦୀ … Read More

ଶ୍ରୀନଗରରେ ଏନକାଉଣ୍ଟର; ୨ ଆତଙ୍କୀ ନିହତ, ଜଣେ ଯବାନ ଆହତ

ଶ୍ରୀନଗର, (ଓଡିଶା ଟାଇମ୍) : ଜାମ୍ମୁ-କାଶ୍ମୀରର ଶ୍ରୀନଗରରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଘଟିଛି। ଏଥିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। … Read More

ସେନାର ଏନକାଉଣ୍ଟର, ଟଳିଲେ ଆଉ ୩ ଆତଙ୍କବାଦୀ

ଜମ୍ମୁକାଶ୍ମୀର, (ଓଡିଶା ଟାଇମ୍) : ଜମ୍ମୁ-କାଶ୍ମୀରର ସୋପିଆନ ଜିଲାରେ ଶନିବାର ସକାଳେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳିବିନିମୟରେ ଭାରତୀୟ ସୁରକ୍ଷା ବାହିନୀକୁ ସଫଳତା ମିଳିଛି। ସୁରକ୍ଷା ବାହିନୀ ଗୁଳିରେ ୩ ଜଣ ଆତଙ୍କବାଦୀ ପ୍ରାଣ … Read More

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର, (ଓଡିଶା ଟାଇମ୍) : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଆଜି ସକାଳେ ଉତ୍ତର କଶ୍ମୀରର ‌ନୌଗାମ ସେକ୍ଟର୍‌ ଅନ୍ତର୍ଗତ ନିୟନ୍ତ୍ରଣ ରେଖା ନିକଟରେ ଦୁଇଜଣ ଆତଙ୍କବାଦୀ ନିପାତ ହୋଇଥିବା କଥା ଭାରତୀୟ ସେନା ଅଧିକାରୀମାନେ କହିଛନ୍ତି। ସେନାର ଜଣେ … Read More

ପୁଲୱାମାରେ ଏନକାଉଣ୍ଟର, ଜଣେ ଆତଙ୍କୀ ନିହତ

ଶ୍ରୀନଗର, (ଓଡିଶା ଟାଇମ୍) : ଦକ୍ଷିଣ କାଶ୍ମୀରର ପୁଲଓ୍ୱାମା ଜିଲ୍ଲାରେ ଗୌସୁ ଅଞ୍ଚଳରେ ମଙ୍ଗଳବାର ଦିନ ସୁରକ୍ଷାକର୍ମୀ-ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି । ଏନ୍‌କାଉଣ୍ଟରେ ଜଣେ ଆତଙ୍କୀ ନିହତ ହୋଇଥିବା ବେଳେ କିଛି ସୁରକ୍ଷାକର୍ମୀ ଆହତ ଥିବା ଜଣାପଡିଛି । ବର୍ତ୍ତମାନ … Read More

ଲଦାଖ୍ ପରେ ଜାମ୍ମୁ କାଶ୍ମୀର ଓ ହିମାଚଳ ପ୍ରଦେଶରେ ଭୂକମ୍ପ ଝଟ୍‌କା

ଲାଦାଖ୍, (ଓଡିଶା ଟାଇମ୍) : ଲଦାଖରେ କିଛି ସମୟ ପୂର୍ବରୁ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୫ ରହିଥିଲା । କାରଗିଲର ଉତ୍ତର-ପଶ୍ଚିମରୁ ୧୯ କିମି ଦୂରରେ ଭୂକମ୍ପ ହୋଇଛି । କୌଣସି କ୍ଷୟ … Read More

ସିଆରପିଏଫ ଟ୍ରୁପ ଉପରେ ଆତଙ୍କବାଦୀ ହମଲା : ଦୁଇ ଯବାନ ସହିଦ

ଶ୍ରୀନଗର, (ଓଡିଶା ଟାଇମ୍) :ଜାମ୍ମୁ କାଶ୍ମୀରର ସୋପୋରରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (CRPF) କନଭେନ ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ସିଆରପିଏଫ ୧୭୯ ବାଟାଲିୟନର ଦୁଇ ଜଣ ଜବାନ ନିହତ ହୋଇଥିବାବେଳେ ଜଣେ ସାଧାରଣ ନାଗରିକଙ୍କ … Read More

୪.୦ ତୀବ୍ରତାର ଭୂମିକମ୍ପ ଝଟ୍‌କା, ପୁଣି ଥରିଲା ଜାମ୍ମୁକାଶ୍ମୀର

ଶ୍ରୀନଗର, (ଓଡିଶା ଟାଇମ୍) :ଜାମ୍ମୁକାଶ୍ମୀରରେ ପୁଣି ଥରେ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିମ୍ପର ତୀବ୍ରତା ୪.୦ ରହିଛି । ସକାଳ ୮ଟା ୫୯ ମିନିଟ୍ ରେ ଭୂମିକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା । କାଟ୍ରାଠାରୁ ୮୪ କିଲୋମିଟର … Read More