ତ୍ରାଲରେ ଏନ୍କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର , (ଓଡିଶା ଟାଇମ୍) : ଜାମ୍ମୁ କାଶ୍ମୀରର ତ୍ରାଲରେ ଚାଲିଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି । ଏହି ଅପରେସନରେ ସୁରକ୍ଷା ବାହିନୀ ଜଣେ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିଛନ୍ତି । ଗତକାଲିଠାରୁ ଏହି ଏନକାଉଣ୍ଟର ଜାରି ରହିଛି । … Read More