ଆଜିଠୁ ଝାରସୁଗୁଡ଼ା ବିମାନ ବନ୍ଦରରୁ ବିମାନ ସେବା ଆରମ୍ଭ
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠୁ ଝାରସୁଗୁଡ଼ା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ Alliance Air ଏହାର ବିମାନ ସେବା ଆରମ୍ଭ କରିଛି। ୭ଜଣ ଯାତ୍ରୀଙ୍କୁ ନେଇ ବିମାନଟି କୋଲକାତାରୁ ବାହାରି ଆଜି ସକାଳ ୭ଟା ୪୦ ମିନିଟ୍ରେ … Read More