ବିଜେଡ଼ିରେ ସୁନ୍ଦରଗଡର ପୂର୍ବତନ ବିଧାୟକ ଯୋଗେଶ ସିଂ

ଓଡ଼ିଶାରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୁଲୁଥିବାବେଳେ ତାଙ୍କ ଦଳର ନିଲମ୍ୱିତ ସୁନ୍ଦରଗଡ଼ର ପୂର୍ବତନ ବିଧାୟକ ଯୋଗେଶ ସିହଂ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଶାସକ ବିଜେଡ଼ିରେ ଯୋଗ ଦେଇଛନ୍ତି। ଯୋଗେଶଙ୍କ ସହ ସୁନ୍ଦରଗଡ ନିର୍ବାଚନ ମଣ୍ଡଳୀରୁ ତାଙ୍କର ହଜାର … Read More

ବିଧାୟକ ପଦରୁ ଇସ୍ତଫା ଦେଲେ ଯୋଗେଶ ସିଂହ

କଂଗ୍ରେସର ବିଧାୟକ ପଦରୁ ସୁନ୍ଦରଗଡ଼ ବିଧାୟକ ଯୋଗେଶ ସିଂହଇସ୍ତଫା ଦେଇଛନ୍ତି। ସେ ବାଚସ୍ପତି ପ୍ରଦୀପ ଅମାତଙ୍କୁ ଭେଟି ଏହି ଇସ୍ତଫା ପତ୍ର ଦେଇଛନ୍ତି। ଯୋଗେଶ ବାରମ୍ବାର ଦଳ ବିରୋଧୀ ମନ୍ତବ୍ୟ ପାଇଁ ଗତ ୧୭ ତାରିଖରେ କଂଗ୍ରେସରୁ ନିଲମ୍ବନ ହୋଇଥିଲେ। ଏହାପରେ … Read More

କଂଗ୍ରେସ ଓ ବିଧାୟକ ପଦରୁ ଯୋଗେଶଙ୍କ ଇସ୍ତଫା

ଗତକାଲି ଶୃଙ୍ଖଳା ଭଙ୍ଗ ଅଭିଯୋଗରେ କଂଗ୍ରେସରୁ ନିଲମ୍ବିତ ହୋଇଥିବା ସୁନ୍ଦରଗଡ଼ ବିଧାୟକ ଯୋଗେଶ ସିଂ ଆଜି ଦଳର ସଭ୍ୟପଦ ଓ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି । ସେ ନିଜ ଇସ୍ତାଫାପତ୍ର ଏଆଇସିସି ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପଠାଇଦେଇଛନ୍ତି । ଇସ୍ତାଫାପତ୍ରରେ … Read More

ବିଧାୟକ ଯୋଗେଶ ସିଂ କଂଗ୍ରେସରୁ ନିଲମ୍ବିତ

କଂଗ୍ରେସ ବିଧାୟକ ଯୋଗେଶ ସିଂକୁ ଦଳ ଗୁରୁବାର ନିଲମ୍ବନ କରିଛି। ଦଳ ବିରୋଧୀ ମନ୍ତବ୍ୟ ପାଇଁ ସୁନ୍ଦରଗଡ଼ ବିଧାୟକ ଯୋଗେଶ ସିଂଙ୍କୁ ନିଲମ୍ବନ କରାଯାଇଥିବା ପିସିସି ଶୃଙ୍ଖଳା କମିଟିର ଆବାହକ ଅନନ୍ତ ସେଠୀ ସୂଚନା ଦେଇଛନ୍ତି। ସେଠୀ କହିଛନ୍ତି, ଏଆଇସିସିର ଅନୁମୋଦନ … Read More