ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ବଢ଼ିଛି ଶୀତର ପ୍ରକୋପ। ଫୁଲବାଣୀ ସହର ସମେତ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି, ବେଲଘର, ରାଇକିଆ, ଜି. ଉଦୟଗିରି  ଆଦି ଅଞ୍ଚଳରେ କୁହୁଡ଼ି ସାଙ୍ଗକୁ ଥଣ୍ଡା  ଅନୁଭୂତ ହୋଇଛି । ସେହିପରି ଗତକାଲି ଫୁଲବାଣୀରେ ତାପମାତ୍ରା୧୫ ଡିଗ୍ରୀ … Read More

କନ୍ଧମାଳରେ ମାଓବାଦୀଙ୍କ ସହ ଗୁଳିବିନିମୟରେ ୨ ଯବାନ ସହିଦ

ଭୁବନେଶ୍ବର, (ଓଡିଶା ଟାଇମ୍) :  କନ୍ଧମାଳର ବାଲିଗୁଡାରେ ୨ ଜବାନ ସହିଦ । କଳାହାଣ୍ଡି ଓ କନ୍ଧମାଳ ସୀମାନ୍ତ ଜଙ୍ଗଲରେ ହୋଇଥିଲା ଏହି ଗୁଳି ବିନିମୟ । ମାଓ ଅପରେସନରେ ଗତକାଲି ୫ ଜଣ ମାଓବାଦୀ ନିପାତ ହୋଇଥିଲେ । ଏଥିରେ … Read More

ଲଙ୍କାଗଡ଼ ଜଙ୍ଗଲରେ ମାଓବାଦୀ-ସିଆରପିଏଫ ଗୁଳିବିନିମୟ, ଫାୟାରିଂରେ ୪ ମାଓବାଦୀ ନିହତ !

କଳାହାଣ୍ଡି, (ଓଡିଶା ଟାଇମ୍) :  ପୁଣି ମାଓବାଦୀ-ସିଆରପିଏଫ୍‌ ଯବାନଙ୍କ ମଧ୍ୟରେ ଗୁଳିବିନିମୟ । କଳାହାଣ୍ଡି-କନ୍ଧମାଳ ସୀମାନ୍ତ ଲଙ୍କାଗଡ଼ ଜଙ୍ଗଲରେ ମାଓବାଦୀ-ସିଆର୍‌ପିଏଫ୍‌ ଯବାନଙ୍କ ମଧ୍ୟରେ ଗୁଳିବିନମୟ ହୋଇଛି । ଗୁଳିବିନମୟରେ ୪ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ସୂଚନାନୁଯାୟୀ , କଳାହାଣ୍ଡି- … Read More

କନ୍ଧମାଳରେ ସ୍ଥିତି ସଙ୍ଗୀନ : କରୋନା ଯୋଦ୍ଧାଙ୍କ ସମେତ ୨ମୃତ

କନ୍ଧମାଳ, (ଓଡିଶା ଟାଇମ୍) :ଗଞ୍ଜାମରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିବା ବେଳେ ଖୋର୍ଦ୍ଧା ଓ ଅନ୍ୟ କିଛି ଜିଲ୍ଲାରେ ଗ୍ରାଫ ଉପରମୁହାଁ ରହିଛି । ଯେପରି କନ୍ଧମାଳ ଜିଲ୍ଲାରେ ମଧ୍ୟ ସଂକ୍ରମିତ ସଂଖ୍ୟା ବଢିଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ … Read More

ଦାରିଙ୍ଗବାଡି ବିଡ଼ିଓ କୋରୋନା ପଜିଟିଭ ଚିହ୍ନଟ

କନ୍ଧମାଳ, (ଓଡିଶା ଟାଇମ୍) : କନ୍ଧମାଳ ଜିଲ୍ଲାରେ ଆଜି ୨୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରେ ଦାରିଙ୍ଗବାଡି ବିଡ଼ିଓଙ୍କ ସମେତ ଜଣେ ଅଙ୍ଗନବାଡି କର୍ମୀ ଓ ୩ ଜଣ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ରହିଛନ୍ତି। ବାକି ୧୫ ଜଣ … Read More

ମାଓବାଦୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଆହ୍ୱାନ ଦେଲେ ପୋଲିସ ଡିଜି

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତକାଲି କନ୍ଧମାଳ ପୁଲିସର କମ୍ବିଂ ଅପରେସନ ବେଳେ ହୋଇଥିବା ଗୁଳିବିନିମୟରେ ୨ ମାଓବାଦୀଙ୍କ ମୃତ୍ୟୁ ପରେ ଡିଜିପି ଅଭୟ ଫୁଲବାଣୀଠାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ପରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଅଭୟ ପୋଲିସରଏହି ସଫଳତା ପାଇଁ … Read More

କନ୍ଧମାଳରେ ଆଉ ଏକ ମାଓବାଦୀ ନିହତ, ଅପରେଶନ ଜୋରଦାର

କନ୍ଧମାଳ, (ଓଡିଶା ଟାଇମ୍) : କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଶିର୍ଲା ଜଙ୍ଗଲରେ ପୁଣି ଏନ୍‌କାଉଣ୍ଟର। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ନିହତ ମାଓବାଦୀ ଜଣକ ବଂଶଧାରା ଘୁମୁସର ନାଗାବଳୀ ଡିଭିଜନ ସଦସ୍ୟ ବୋଲି କୁହାଯାଉଛି … Read More

ସିର୍ଲା ଜଙ୍ଗଲରେ ଗୁଳିବିନିମୟ, ୪ କ୍ୟାଡର ମାଓବାଦୀ ନିହତ

ଫୁଲବାଣୀ, (ଓଡିଶା ଟାଇମ୍) : କନ୍ଧମାଳ ଜିଲ୍ଲା ପୁଲିସର ଏସ୍‌ଓଜି ଓ ଡିଭିଏଫର ମିଳିତ ଆକ୍ରମଣରେ ୪ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଗତକାଲି ରାତିରେ ତୁମୁଡିବନ୍ଧ ବ୍ଳକ ସିର୍ଲା ପଂଚାୟତର ବଙ୍ଗରୁ ପାହାଡ ଉପରେ  ମିଳିତ ଟିମ୍ ପକ୍ଷରୁ … Read More

କୋରୋନା ମୁକ୍ତ କନ୍ଧମାଳ, ସମସ୍ତ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର,(ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଏପଟେ କୋରୋନା ମୁକ୍ତ ହେଲା କନ୍ଧମାଳ ଜିଲ୍ଲା। ଜିଲାରେ ସଂକ୍ରମିତ ଥିବା ମୋଟ୧୭୮ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିସାରିଛନ୍ତି। ଫଳରେ ଶନିବାର ସୁଦ୍ଧା … Read More

ପୋଲିସ ମହାନିର୍ଦ୍ଦେଶକଙ୍କ କନ୍ଧମାଳ ଗସ୍ତ

ଭୁବନେଶ୍ଵର, (ଓଡିଶା ଟାଇମ୍) : ପୋଲିସ ମହାନିର୍ଦ୍ଦେଶକ ବା ଡିଜିପି ଅଭୟ ଆଜି କନ୍ଧମାଳ ଗସ୍ତ କରିଛନ୍ତି । ଗୋଛାପଡା ଅଞ୍ଚଳରେ ମାଓ ଗତିବିଧିକୁ ଡିଜିପି ସମୀକ୍ଷା କରିଛନ୍ତି । କନ୍ଧମାଳ ଗସ୍ତ ସମୟରେ ଡିଜିପିଙ୍କ ସହ ଏଡିଜେ ସୌମେନ୍ଦ୍ର ପ୍ରିୟଦର୍ଶୀ, … Read More