କେଦାରନାଥରେ ପ୍ରଥମ ତୁଷାରପାତ
କେଦାରନାଥ, (ଓଡିଶା ଟାଇମ୍) : ଦେଶରେ ଶୀତ ଲହରୀ ଆରମ୍ଭ ହୋଇଛି। ଧୀରେ ଧୀରେ ଥଣ୍ଡା ବଢ଼ିବାରେ ଲାଗିଛି। ଥଣ୍ଡା ବଢିବା ସହ ପାଣିପାଗରେ ମଧ୍ୟ ପରିବର୍ତ୍ତନ ଦେଖାଦେଇଛି। ଉତ୍ତରାଖଣ୍ଡରେ ବିଭିନ୍ନ ଜାଗାରେ ତୁଷାରପାତ ଆରମ୍ଭ ହୋଇଛି। ମଙ୍ଗଳବାର ସକାଳୁ କେଦାରନାଥ … Read More











