ବିଧାନସଭାରେ ଖଣି ଦୁର୍ନୀତି ତାତି : ଖଣି ମାଫିଆ ଓ ଅଫିସରଙ୍କୁ ଟାର୍ଗେଟ କରି ସରକାରଙ୍କୁ ଘେରିଲେ ବିରୋଧୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଧାନସଭା ମୌସୁମୀ ଅଧିବେଶନର ଷଷ୍ଠ ଦିବସ ଆରମ୍ଭରୁ ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ। ଲକ୍ଷେ କୋଟି ଟଙ୍କା ଖଣି ମାଫିଆ ଓ ଅଫିସର ଲୁଟି ନେଇଛନ୍ତି।  ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ … Read More