ସମ୍ ଅଲ୍ଟିମେଟ ମେଡିକେୟାରରେ ଦୁଇଟି ସଫଳ କିଡ୍ନୀ ପ୍ରତ୍ୟାରୋପଣ
ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ମହାମାରୀ ଜଟିଳ ପରିସ୍ଥିତିରେ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଦୁଇଟି କିଡ୍ନୀ ପ୍ରତ୍ୟାରୋପଣ ସଫଳତାର ସହ କରାଯାଇଛି। ଉଭୟ ରୋଗୀ ଜଟିଳ କିଡ୍ନୀ ରୋଗର ପଂଚମ ସ୍ତରରେ ଥିବାରୁ ସେମାନଙ୍କର ସପ୍ତାହକୁ ୩ ଥର ହେମୋଡାଏଲେସିସ୍ … Read More