କୋଟିଆରେ ଆନ୍ଧ୍ର ଦାଦାଗିରି, ସୁପ୍ରିମ୍କୋର୍ଟରେ ରାଜ୍ୟ ସରକାର
କୋରାପୁଟ, (ଓଡିଶା ଟାଇମ୍) :କୋରାପୁଟ ଜିଲା ପଟାଙ୍ଗି ବ୍ଲକ୍ କୋଟିଆ ଗ୍ରାମପୁଞ୍ଜର ୩ଟି ପଞ୍ଚାୟତରେ ଆନ୍ଧ୍ରପ୍ରଦେଶ ସରକାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରିବାକୁ ବିରୋଧ କରି ଓଡ଼ିଶା ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ୧୯୬୮ରେ ସ୍ଥିତାବସ୍ଥା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। … Read More