ଚାନ୍ଦିପୁରରେ ସୁପରସୋନିକ୍ କ୍ରୁଜ୍ ମିସାଇଲ୍ ବ୍ରହ୍ମୋସ୍ର ବ୍ୟାବହାରିକ ପରୀକ୍ଷଣ
ଚାନ୍ଦିପୁର, (ଓଡିଶା ଟାଇମ୍) :ଚାନ୍ଦିପୁରରେ ଥିବା ଅନ୍ତରୀଣ ପରୀକ୍ଷଣ ଘାଟିରୁ ବୁଧବାର ସୁପରସୋନିକ୍ କ୍ରୁଜ୍ ମିସାଇଲ୍ ବ୍ରହ୍ମୋସ୍ର ବ୍ୟାବହାରିକ ପରୀକ୍ଷଣ ହୋଇଯାଇଛି। ସକାଳ ୧୦ଟା ୨୭ରେ ଏହି ପରୀକ୍ଷଣ କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚ୍ ପ୍ୟାଡ୍ରୁ ଡିଆରଡିଓ ପକ୍ଷରୁ ହୋଇଥିଲା। … Read More