ଚୋରକୁ ଗୋଡ଼ାଇ ଧରିଲେ ମହିଳା କଣ୍ଡକ୍ଟର

ଏକ ଗ୍ୟାସ୍‌ ବୋଝେଇ ଅଟୋରୁ ସିଲିଣ୍ଡର ଚୋରି କରୁଥିବା ବେଳେ ମୋ’ ବସ୍‌ର ମହିଳା କଣ୍ଡକ୍ଟର ଗୋଡ଼ାଇ ଗୋଡ଼ାଇ ଚୋରକୁ ଧରିଛନ୍ତି । ତାକୁ ନିସ୍ତୁକ ମାଡ଼ମାରି ଚନ୍ଦ୍ରଶେଖରପୁର ଥାନା ପୁଲିସ ଜିମା ଦେଇଛନ୍ତି । ଧରା ପଡ଼ିଥିବା ଚୋରର ନାମ … Read More