୨୭୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର

ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୧ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୯୫ଟି ଆସନ ପାଇଁ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି। ଓଡ଼ିଶାରେ ୫ଟି ଲୋକସଭା ସହ ଏହା ଅନ୍ତର୍ଗତ … Read More