ଆଜି ଓଡିଶାର ବିଭିନ୍ନ ସ୍ଥାନରେ ହେବ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଉତ୍ତର ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଏଥିସହ ପବନର ବେଗ ମଧ୍ୟ ଅଧିକ … Read More