କ୍ୱାରେଣ୍ଟାଇନରେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ
ଲଣ୍ଡନ, (ଓଡିଶା ଟାଇମ୍) :ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ୍ ନିଜକୁ କ୍ୱାରେଣ୍ଟାଇନ୍ କରିଛନ୍ତି । ସେ ଜଣେ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିବା ପରେ ପୃଥକବାସରେ ରହିଛନ୍ତି । ଏନେଇ ଡାଉନିଂ ଷ୍ଟ୍ରିଟର ଜଣେ ମୁଖପାତ୍ର ସୂଚନା ଦେଇଛନ୍ତି । ମୁଖପାତ୍ରଙ୍କ … Read More