ମହାରାଷ୍ଟ୍ରରେ ୧୫ ଦିନ ପାଇଁ ବଢ଼ିଲା ଲକଡାଉନ୍

ମୁମ୍ବାଇ, (ଓଡିଶା ଟାଇମ୍): ମହାରାଷ୍ଟ୍ରରେ ପାଇଁ ବଢ଼ିଲା ଲକଡାଉନ୍ । ଜୁନ୍ ୧ ପର୍ଯ୍ୟନ୍ତ କଡ଼ା କଟକଣା ଲାଗୁ କରାଯାଇଛି । କରୋନା ନେଗେଟିଭ ରିପୋର୍ଟ ନଆଣିଲେ ରାଜ୍ୟରେ ପ୍ରବେଶ ନିଷିିଦ୍ଧ । କରୋନା ମହାମାରୀର ଭୟାବହତାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର … Read More

ରାଜସ୍ଥାନର ୮ ଜିଲ୍ଲାରେ ରାତ୍ରିକାଳୀନ କର୍ଫ୍ୟୁ

ଜୟପୁର, (ଓଡିଶା ଟାଇମ୍) :ରାଜସ୍ଥାନରେ କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ୮ଟି ଜିଲ୍ଲାରେ ରାତ୍ରିକାଳୀନ କର୍ଫ୍ୟୁ ଜାରି କରିଛନ୍ତି। ଗତକାଲି ରାତିଠାରୁ ଏହାକୁ ତୁରନ୍ତ ଲାଗୁ କରାଯାଇଛି। ଜୟପୁର, ଯୋଧପୁର, କୋଟା, ବିକାନେର, ଉଦୟପୁର, ଆଜେମେର, ଅଲୱାର ଏବଂ … Read More

ଗଜପତିରେ ୪ ଦିନ ସଟଡାଉନ୍, ୩ଦିନ ଲକଡାଉନ୍

ଗଜପତି, (ଓଡିଶା ଟାଇମ୍) :କରୋନା ସଙ୍କଟ ପାଇଁ ଏଣିକି ଗଜପତିରେ ୪ ଦିନିଆ ସଟଡାଉନ ଲାଗୁ ହେବ । ପ୍ରତି ସପ୍ତାହର ଗୁରୁବାରଠାରୁ ରବିବାର ଯାଏଁ ୯୬ ଘଣ୍ଟିଆ ସଟଡାଉନ ଘୋଷଣା କରାଯାଇଛି । ଗଜପତିରେ ଆସନ୍ତା ୩୦ରୁ ୪ ଦିନିଆ … Read More

୪ ଜିଲ୍ଲା ଓ ରାଉରକେଲା ସହରରେ ପଡ଼ିଲା ତାଲା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠୁ କଟକ, ଯାଜପୁର, ଖୋର୍ଦ୍ଧା, ଗଞ୍ଜାମ ଓ ରାଉରକେଲା ସହର ଲକ୍‌ ଡାଉନ୍ ହୋଇଛି‌ । ବିଭିନ୍ନ ସ୍ଥାନରେ ପୋଲିସର କଡ଼ା ଚେକିଂ ଚାଲିଥିବା ବେଳେ ରାସ୍ତାଘାଟ ସମ୍ପୂର୍ଣ୍ଣ ଶୂନ ହୋଇ ପଡ଼ିଛି ଦୋକାନ ବଜାର … Read More

ରାଜଧାନୀରେ କଡାକଡି ହେବ ଲକଡାଉନ୍:ପୁଲିସ କମିଶନର 

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ଲକଡାଉନ୍‌କୁ କଡାକଡି ଭାବେ ପାଳନ କରାଯିବ । ଏପରିକି ଆଇନ ନମାନିଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ । ପୋଲିସ କମିଶନର କହିଛନ୍ତି ଯେ, ରାଜଧାନୀରେ ସ୍ଥିତି … Read More

ଆଜି ରାତି ୯ଟାରୁ ଲାଗୁ ହେବ ୧୪ ଦିନିଆ ଲକଡ଼ାଉନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ମହାମାରୀ କରୋନା ତାର କାୟା ବିସ୍ତାର କରି ଚାଲିଛି । ଦିନକୁ ଦିନ କରୋନା ସଂକ୍ରମଣ ବଢୁଛି । ଏହାରି ମଧ୍ୟରେ କରୋନା ସଂକ୍ରମଣର ହଟସ୍ପଟ ପାଲଟିଥିବା ରାଜ୍ୟର ୪ଟି ଜିଲା ଓ ଗୋଟିଏ … Read More

ରାଜ୍ୟର ୪ ଜିଲ୍ଲା ଓ ରାଉରକେଲାରେ ଜାରି ହେଲା ଲକଡାଉନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସ୍ଥିତି ଓ ମୁକାବିଲା ନେଇ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସମ୍ମିଳନୀରେ ସେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଆସନ୍ତାକାଲି ରାତି ୯ଟାରୁ … Read More

ଜୁଲାଇ ୩୧ ଯାଏ ଲକଡାଉନ୍ ବଢ଼ାଇଲା ଏହି ରାଜ୍ୟ

ମୁମ୍ବାଇ, (ଓଡିଶା ଟାଇମ୍) :ସାରା ଦେଶରେ କରୋନା ପରିସ୍ଥିତି ଭୟଙ୍କର ହେବାରେ ଲାଗିଲାଣିି । ଏହାରି ମଧ୍ୟରେ ଲକ-ଡାଉନକୁ ୩୧ ଜୁଲାଇ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ମହାରାଷ୍ଟ୍ର ସରକାର । ରାଜ୍ୟରେ ଲଗାତାର କରୋନା ମାମଲା ବଢୁଥିବାର ଦେଖି ଉଦ୍ଧବ ଠାକରେ … Read More

ଏହି ଜିଲ୍ଲାରେ ଜୁନ୍ ୩୦ ପର୍ଯ୍ୟନ୍ତ ବଢିଲା ଲକଡାଉନ୍ କଟକଣା

ଭୁବନେଶ୍ବର , (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଏହାର ସବୁଠାରୁ ଅଧିକ ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି । ଗଞ୍ଜାମରେ ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପରେ କଡା ପଦକ୍ଷେପ ଗ୍ରହଣ କରିଛନ୍ତି … Read More

ସପ୍ତାହକ ପାଇଁ ଦିଲ୍ଲୀ ସୀମାକୁ ସିଲ୍‌ କଲେ କେଜ୍ରିୱାଲ

ଭୁବନେଶ୍ବର, (ଓଡିଶା ଟାଇମ୍) : ସପ୍ତାହେ ପାଇଁ ଦିଲ୍ଲୀ ସୀମାନ୍ତ ସିଲ୍ କରାଯାଇଛି ଏବଂ କେବଳ ଅତ୍ୟାବଶ୍ୟକ ସେବା ପାଇଁ ଅନୁମତି ପ୍ରଦାନ କରାଯିବ ବୋଲି ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ କହିଛନ୍ତି । ମୁଖ୍ୟମନ୍ତ୍ରୀ କେଜ୍ରିୱାଲ୍ ଆହୁରି ମଧ୍ୟ କହିଛନ୍ତି … Read More