ରାଜ୍ୟରେ କିନ୍ନରଙ୍କୁ ମିଳିବ ମଧୁବାବୁ ପେନସନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କିନ୍ନରମାନଙ୍କୁ ମଧୁବାବୁ ପେନସନ ମିଳିବ । କିନ୍ନରମାନଙ୍କୁ ମଧୁବାବୁ ପେନସନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହାସହ ୪୮ଲକ୍ଷ ମଧୁବାବୁ ପେନସନଧାରୀଙ୍କୁ ସହାୟତା ମିଳିବ । ହିତାଧିକାରୀଙ୍କୁ ଆସନ୍ତା … Read More