ପୁଣି ସ୍ୱାଭିମାନ ଅଞ୍ଚଳରେ ପୁଲିସ ମହାନିର୍ଦେଶକ ଅଭୟ

ମାଲକାନଗିରି, (ଓଡିଶା ଟାଇମ୍) : ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ପୋଲିସ ଡିଜି ଅଭୟ ।  ଗତକାଲି ସ୍ୱାଭିମାନ ଅଞ୍ଚଳରେ ସୁରକ୍ଷାବଳକୁ ମାଓ ଦମନରେ ମିଳିଥିବା ସଫଳତା ପରେ ଆଜି  ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳରେ ପହଞ୍ଚିଛନ୍ତି । ଡିଜି BSF କ୍ୟାମ୍ପରେ ପହଂଚି … Read More

ପୁଲିସ-ମାଓବାଦୀ ଗୁଳିବିନିମୟ – ଜଣେ ହାର୍ଡକୋର ମାଓବାଦୀ ମୃତ

ମାଲକାନଗିରି, (ଓଡିଶା ଟାଇମ୍) : ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ପୁଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟରେ ଜଣେ ହାର୍ଡକୋର ମାଓବାଦୀର ମୃତ୍ୟୁ ଘଟିଛି। ମୃତ ମାଓବାଦୀର ନାମ କିଶୋର ବୋଲି ଜଣାପଡିଛି। ସ୍ୱାଭିମାନ ଅଞ୍ଚଳର ଯନ୍ତ୍ରୀ ଗ୍ରାମ ନିକଟରେ ଏହି ଗୁଳି … Read More

ସ୍ବାଭିମାନ ଅଞ୍ଚଳ ସବୁବେଳେ ମୋ ହୃଦୟରେ ରହିଛି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ମାଲକାନଗିରିର ସ୍ବାଭିମାନ ଅଂଚଳବାସୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସିଧାସଳଖ ଫୋନ୍ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଅଂଚଳରେ ବିକାଶମୂଳକ କାମର ସମୀକ୍ଷା କରିଛନ୍ତି । ସ୍ବାଭିମାନ ଅଞ୍ଚଳର ବିକାଶ ବ୍ୟୟ ବରାଦ … Read More

ହତ୍ୟା ମାମଲା ରୁଜୁ ହେବା ପରେ ବଦଳିଲେ ମାଲକାନଗିରି ଜିଲ୍ଲାପାଳ

ମାଲାକନଗିରି, (ଓଡିଶା ଟାଇମ୍) : ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ନାମରେ ହତ୍ୟା ମାମଲା ରୁଜୁ ହେବାପରେ ତାଙ୍କୁ ବଦଳିଲେ କରାଯାଇଛି। ମନୀଷ ଅଗ୍ରୱାଲଙ୍କ ସ୍ଥାନରେ ୱାଇ.ବିଜୟଙ୍କୁ ମାଲକାନଗିରିର ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି। ମନୀଷ ଅଗ୍ରୱାଲଙ୍କୁ ଯୋଜନା ଓ … Read More

ମାଲକାନଗିରି ପୁଲିସକୁ ବଡ ସଫଳତା ; ବ୍ୟାପକ ଗୁଳି ଓ ବୋମା ଜବତ

ମାଲକାନାଗିରି, (ଓଡିଶା ଟାଇମ୍) : ମାଲକାନଗିରି ଜିଲ୍ଲାରେ ପୁଣି ଠାବ ହେଲା ମାଓ କ୍ୟାମ୍ପ । ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରୁ ପୋଲିସକୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ମିଳିଛି । ଜୋଡାମ୍ବ ଥାନା ଅନ୍ତର୍ଗତ ଅଣ୍ଡ୍ରାପାଲ୍ଲି ଗାଁ ନିକଟସ୍ତ ଓରାପଦର ଜଙ୍ଗଲରେ … Read More

ମାଲକାନଗିରି ଜିଲ୍ଲାକୁ ୧୩ ଜିଲ୍ଲାର ଲୋକଙ୍କ ପ୍ରବେଶ ମନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ଯା ବଢିବାରେ ଲାଗିଛି। ଏନେଇ ସବୁ ଜିଲ୍ଲାରେ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ଗ୍ରହଣ କରାଯାଉଛି। ଏହାରି ମଧ୍ୟରେ  ମାଲକାନଗିରି ଜିଲ୍ଲାରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ … Read More

ପୋଲିସ୍ କ୍ୟାଣ୍ଟିନ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ ଓ ହତ୍ୟାଘଟଣା:ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହେଲା କଂଗ୍ରେସ

ଭୁବନେଶ୍ବର, (ଓଡିଶା ଟାଇମ୍) : ମାଲାକାନାଗିରି ପୋଲିସ୍ କ୍ୟାଣ୍ଟିନ୍‌ରେ କାମ କରୁଥିବା ସଂପୃକ୍ତ ମହିଳାଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ନିରପେକ୍ଷ ତଦନ୍ତ ପାଇଁ ରାଜ୍ୟ ମାନାବାଧିକାରଙ୍କ ଦ୍ୱାରସ୍ଥ ହୋଇଛି କଂଗ୍ରେସ। ଆଜି ଅବସରପ୍ରାପ୍ତ ଡିଜି ତଥା ଅଖିଳ ଭାରତୀୟ କଂଗ୍ରେସ … Read More