ଏନ୍କାଉଣ୍ଟରରେ ୩ ହାର୍ଡକୋର ମାଓବାଦୀ ନିହତ
ମାଲକାନଗିରି, (ଓଡିଶା ଟାଇମ୍) :ମାଲକାନଗିରି-ଛତିଶଗଡ ସୀମାନ୍ତ କାଙ୍କେର ଜିଲ୍ଲାରେ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳିବିନିମୟ ହୋଇଛି । ଗୁଳିବିନିମୟରେ ୩ ହାର୍ଡକୋର ମାଓବାଦୀ ପ୍ରାଣ ହରାଇଛନ୍ତି । ଅନ୍ୟପଟେ ଜଣେ ଜବାନ ଆହତ ହୋଇଛନ୍ତି । ସୂଚନା ଅନୁସାରେ ରେଲଓ୍ବେ … Read More