ପୁଲିସ-ମାଓବାଦୀ ମୁହାଁମୁହିଁ ; ଗୁଳିବିନିମୟ ଜାରି

ମାଲାକନଗିରି, (ଓଡିଶା ଟାଇମ୍) : ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳରେ ପୁଣି ପୁଲିସ ମାଓବାଦୀ ମୁହାଁମୁହିଁ ହୋଇଥିବା ରବିବାର ଜଣାପଡ଼ିଛି। ସ୍ୱାଭିମାନ ଅଞ୍ଚଳର ପଣସପୁଟ ଅଞ୍ଚଳରେ ଗୁଳିବିନିମୟ ଚାଲୁ ରହିଛି। ଓଡିଶା ଡିଭିଏଫ, ଏସଓଜି, ଆନ୍ଧ୍ର ଗ୍ରେ ହାଉଣ୍ଡ ପକ୍ଷରୁ ଅପରେସନ … Read More

ସ୍ୱାଭିମାନ ଅଞ୍ଚଳରୁ ବିପୁଳ ବିସ୍ଫୋରକ ସହ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି, (ଓଡିଶା ଟାଇମ୍) : ଆନ୍ଧ୍ରପ୍ରଦେଶ ସୀମାନ୍ତବର୍ତ୍ତୀ ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳ ଗୁରସେତୁ ନିକଟରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଗୁରୁବାର ସକାଳେ ହୋଇଥିବା ଏହି ଏନକାଉଣ୍ଟରରେ ମାଓବାଦୀମାନେ ଯବାନଙ୍କୁ ସାମ୍ନା କରି ନ ପାରି ସେଠାରୁ … Read More

ପୁଲିସ ମହାନିର୍ଦ୍ଦେଶକଙ୍କ ମାଲକାନଗିରି ଗସ୍ତ : ଉଦଘାଟନ କଲେ ଯୋଡ଼ାମ୍ବ ପୁଲିସ ଥାନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ଶନିବାର ମାଲକାନଗିରି ଜିଲ୍ଲା ଗସ୍ତ କରି ମାଓ ଦମନ ଉପରେ ଆଲୋଚନା ଏବଂ ଏକ ନୂତନ ପୁଲିସ ଥାନା ଉଦଘାଟନ କରିଛନ୍ତି। ଏହି ଗସ୍ତରେ ସେ ଜିଲ୍ଲାର ସୁରକ୍ଷା … Read More

ହାବିଲଦାର କରୋନା ସଂକ୍ରମିତ, ମୋଟୁ ଥାନା ହେଲା କଣ୍ଟେନମେଣ୍ଟ ଜୋନ୍

ମାଲକାନଗିରି , (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଆଉ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି … Read More