‘ସ୍ୱାଭିମାନ’ ଅଞ୍ଚଳରେ କେହି ଭୋଟ ଦେଲେନି
ମାଲକାନଗିରିର ବିଚ୍ଛିନ୍ନାଞ୍ଚଳ କୁହାଯାଉଥିବା ଚିତ୍ରକୋଣ୍ଡା ପାଇଁ ଗୁରୁପ୍ରିୟା ସେତୁର ଲୋକାର୍ପଣ ସମୟରେ ବିଚ୍ଛିନ୍ନାଞ୍ଚଳର ନାଁ ହେଲା ସ୍ୱାଭିମାନ ଅଞ୍ଚଳ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ। ନକ୍ସଲଙ୍କ ପ୍ରାଦୁର୍ଭାବ ହ୍ରାସ କରିବାରେ ଏହି ସେତୁ ପ୍ରମୁଖ ଭୂମିକା ନେବ। ଏହାଛଡ଼ା … Read More











