କରୋନା ଯୁଦ୍ଧ ଜିତିବାକୁ ହେଲେ ଆମକୁ ତ୍ୟାଗ, ସଂଜମ ଓ ଶୃଙ୍ଖଳାର ମାର୍ଗ ଆପଣେଇବାକୁ ପଡିବ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ଯୁଦ୍ଧ ଜିତିବା ପାଇଁ ୩ଟି ମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ। ତ୍ୟାଗ, ସଂଯମ ଓ ଶୃଙ୍ଖଳା ମନ୍ତ୍ର ଦେଲେ ନବୀନ ପଟ୍ଟନାୟକ। ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧିତ କରିବା ଅବସରରେ କରୋନା ବିରୋଧି ଲଢେଇରେ … Read More