ଭାରତର ବିଜୟ : ମାସୁଦ ଆଝାର ଅନ୍ତର୍ଜାତୀୟ ଆତଙ୍କବାଦୀ ଘୋଷିତ
ଭାରତ ଏକ ବୃହତ କୂଟନୈତିକ ବିଜୟ ହାସଲ କରିଛି। ପାକିସ୍ତାନୀ ଆତଙ୍କବାଦୀ ତଥା ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର ପ୍ରତିଷ୍ଠାତୀ ମାସୁଦ ଆଝାରକୁ ଜାତିସଂଘ ଏକ ଅନ୍ତର୍ଜାତୀୟ ଆତଙ୍କବାଦୀ ଘୋଷଣା କରିଛି। ଜାତିସଂଘରେ ଅବସ୍ଥାପିତ ଭାରତର ସ୍ଥାୟୀ ରାଷ୍ଟ୍ରଦୂତ ସୟଦ ଆକବରୁଦ୍ଦିନ ଏ … Read More