କାଲିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତାକାଲିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । କାଲିଠୁ ୨୪ ତାରିଖ ଯାଏ ଚାଲିବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ବି ସେପ୍ଟେମ୍ବର ୧୪ରୁ ଆରମ୍ଭ ହେବ । ୧୫୩ଟି କେନ୍ଦ୍ରରେ … Read More