କୃଷକ ଆନ୍ଦୋଳନକୁ ନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ଶାହ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) :କୃଷକମାନେ ନୂଆ କୃଷି ଆଇନକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଛନ୍ତି । ସେମାନେ ଦିଲ୍ଲୀର ବିଭିନ୍ନ ସୀମାରେ ଧାରଣା ଦେବା ସହ ଆନ୍ଦୋଳନ କରୁଛନ୍ତି । ଏହି ପରିପ୍ରେକ୍ଷୀରେ ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ … Read More