ଚଳିତବର୍ଷର ଶେଷ କ୍ୟାବିନେଟ ଆଜି; ଆସିବ ୧୨ ପ୍ରସ୍ତାବ

ଭୁବନେଶ୍ବର, (ଓଡିଶା ଟାଇମ୍) : ଚଳିତବର୍ଷର ଶେଷ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ସନ୍ଧ୍ୟା ସାଢ଼େ ୫ଟାରେ ଲୋକସେବା ଭବନରେ ବସିବ। ଉକ୍ତ କ୍ୟାବିନେଟରେ ୧୨ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିବା ସମ୍ଭାବନା ରହିଛି। ସେଥିମଧ୍ୟରେ … Read More

ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ବର୍ତ୍ତମାନ ସମୟର କୋଭିଡ୍ ପରିସ୍ଥିତିର ସମୀକ୍ଷା କରିବା ପାଇଁ ଶୁକ୍ରବାର ସର୍ବଦଳୀୟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ଦେଶରେ କରୋନା ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବୈଠକରେ … Read More

ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀ, (ଓଡିଶା ଟାଇମ୍) :ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ।  ଏଥିରେ ୨୦୨୦ -୨୧ ଆର୍ଥିକ ବର୍ଷ ପାଇଁ ଶ୍ରୀମନ୍ଦିର ବଜେଟ ଅନୁମୋଦିତ କରାଯିବ। ଆୟ ଓ ବ୍ୟୟ ଅଟକଳ କରାଯିବ। ସେଥିପାଇଁ ପୂର୍ବରୁ … Read More

ବିହାରରେ ନେତା ଚୟନ ଲାଗି ଆଜି ଦିନ୧୨. ୩୦ରେ ‘ଏନଡିଏ’ର ବୈଠକ

ବିହାର, (ଓଡିଶା ଟାଇମ୍) : ବିହାରରେ ସରକାର ଗଠନ ଲାଗି ଆଜି ପାଟନାଠାରେ ନବନିର୍ବାଚିତ ଏନ୍‍ଡିଏ ବିଧାୟକଙ୍କ ବୈଠକ ବସୁଛି । ଏହି ବୈଠକରେ ଏନ୍‍ଡିଏ ଅନ୍ତର୍ଗତ ବିଜେପି, ଜେଡିୟୁ., ହିନ୍ଦୁସ୍ତାନୀ ଆୱମ୍‍ ମୋର୍ଚ୍ଚା ଏବଂ ବିକାଶଶୀଳ ଇନ୍‍ସାନ୍‍ ପାର୍ଟିର ନିର୍ବାଚିତ … Read More

ଆଜି ଭାରତ-ଆମେରିକା ଟୁ ପ୍ଲସ ଟୁ ଶିଖର ବୈଠକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଆଜି ଭାରତ-ଆମେରିକା ଟୁ ପ୍ଲସ ଟୁ ଶିଖର ବୈଠକ ଅନୁଷ୍ଠିତ ହେବ। ଏଥିରେ ଭାରତ-ଆମେରିକା ଭାଗିଦାରୀ ସମ୍ପର୍କକୁ ଅଧିକ ସୁଦୃଢ଼ କରିବା ଓ ପ୍ରଶାସନ୍ତ ମହାସାଗରୀୟ ଅଞ୍ଚଳରେ ଶାନ୍ତି, ସମୃଦ୍ଧି ଓ ସ୍ଥିରତା ଆଣିବା ଉପରେ ଆଲୋଚନା … Read More

ଭାରତୀୟ ସଂସ୍କୃତିରେ ଓଡ଼ିଶାର ସ୍ଥାନ ଅଦ୍ୱିତୀୟ: ସ୍କନ୍ଦ ପୁରାଣ

ଭୁବନେଶ୍ୱର, (ବ୍ୟୁରୋ): ୨୫ ସହ ବର୍ଷ ପୁରୁଣା ଉତ୍କଳ ସଂସ୍କୃତି ଓ ପୁରୁଷୋତ୍ତମ ତଥା ଶ୍ରୀଜଗନ୍ନାଥ ମହିମାର ଗାଥାକୁ ବଣ୍ଣନା କରୁଛି ସ୍କନ୍ଦପୁରାଣ । ମହର୍ଷି ବ୍ୟାସଦେବଙ୍କ ରଚିତ ଏହି ମହାନ ଗ୍ରନ୍ଥ ଭାରତର ଅନ୍ୟ ଜୀବନ୍ତ ଐତିହ୍ୟ ଗୁଡ଼ିକ ସହ … Read More

ଆଇଏମ୍‌ଏସ ଓ ସମ୍‌ ହସ୍ପିଟାଲରେ ଦୁଇ ଦିନିଆ ଡାକ୍ତରୀ ଶିକ୍ଷା ତାଲିମ କର୍ମଶାଳା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଇଏମ୍‌ଏସ ଓ ସମ୍‌ ହସ୍ପିଟାଲରେ ଡାକ୍ତରୀ ଶିକ୍ଷା ଓ ତାଲିମ୍‌ ନେଇ ଏକ କର୍ମଶାଳା ଆରମ୍ଭ ହୋଇଛି । ଆଇଏମ୍‌ଏସ୍‌ ଡିନ୍‌ ପ୍ରଫେସର ଗଙ୍ଗାଧର ସାହୁ ଏବଂ ଅଧୀକ୍ଷକ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର ଏହାକୁ ଉଦ୍‌ଘାଟନ କରିଛନ୍ତି … Read More

ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବା ସମ୍ପର୍କରେ ଆଜି ଆଲୋଚନା

ଭୁବନେଶ୍ବର, (ଓଡିଶା ଟାଇମ୍): ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲାଯିବା ସମ୍ପର୍କରେ ଲୋକଙ୍କ ମତାମତ ଲୋଡ଼ିବ ମନ୍ଦିର ପ୍ରଶାସନ। ମୁଖ୍ୟ ପ୍ରଶାସକ ଡଃ କ୍ରିଷନ କୁମାର ଶୁକ୍ରବାର ଏ ସମ୍ପର୍କରେ ବିଭିନ୍ନ ବର୍ଗ ଲୋକଙ୍କ ସହ ଆଲୋଚନା କରିବେ। ସେବକ ନିଯୋଗ କର୍ମକର୍ତ୍ତା … Read More

ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଆସିପାରେ ୩ରୁ ଅଧିକ ପ୍ରସ୍ତାବ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟ କ୍ୟାବିନେଟ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବୈଠକରେ ୩ଟିରୁ ଅଧିକ ପ୍ରସ୍ତାବ ଆସିପାରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ। ପୂର୍ବାହ୍ନ ୧୧ଟା … Read More

ଭାରତ-ଚୀନ ସୀମା ବିବାଦର ବାଟ ଫିଟାଇଲା ପଞ୍ଚସୂତ୍ରୀ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ପୂର୍ବ ଲଦାଖର ବାସ୍ତବ ନିୟନ୍ତ୍ରଣ ରେଖାରେ ଭାରତ-ଚୀନ ମଧ୍ୟରେ ସୀମା ବିବାଦ ଲାଗି ରହିଥିବା ବେଳେ ଗୁରୁବାର ଦୁଇଦେଶର ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ହୋଇଛି। ରୁଷ୍‌ର ମସ୍କୋରେ ଚାଲିଥିବା ସାଙ୍ଘାଇ ସହଯୋଗ … Read More