ପତ୍ନୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଅଭିଯୋଗରେ ଆର୍ମି ମେଜର ଗିରଫ
ଭୁବନେଶ୍ବର, (ଓଡିଶା ଟାଇମ୍) :ପତ୍ନୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେବା ଅଭିଯୋଗରେ ମହିଳା ଥାନା ପୁଲିସ୍ ଜଣେ ଆର୍ମି ମେଜରଙ୍କୁ ଗିରଫ କରିଛି । ସେ ହେଲେ ନୟାପଲ୍ଲୀରେ ରହୁଥିବା ୧୭୬/ଏଲ୍ ରେଜିମେଣ୍ଟର ମେଜର ସୌମ୍ୟ ରଞ୍ଜନ ପତି। ପତ୍ନୀଙ୍କ … Read More