ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
କଟକ, (ଓଡିଶା ଟାଇମ୍) : ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇଛି। ଚଳିତଥର ୨୧ ହଜାର ୪୮୭ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିଲାବେଳେ ସେଥିମଧ୍ୟରୁ ମୋଟ ୧୫ ହଜାର ୨୪୪ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସପ୍ଲିମେଣ୍ଟାରୀ ପରୀକ୍ଷାରେ … Read More