କରୋନାରେ ଜୀବନ ହାରିଲେ ବିଜେପି ବିଧାୟକ

ଡେରାଡୁନ, (ଓଡିଶା ଟାଇମ୍) :ଉତ୍ତରାଖଣ୍ଡର ବିଜେପି ବିଧାୟକ ସୁରେନ୍ଦ୍ର ସିଂ ଜୀନାଙ୍କର ପରଲୋକ ଘଟିଛି । ସେ କରୋନା ଭାଇରସରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧିନ ଅବସ୍ଥାରେ ଦିଲ୍ଲୀସ୍ଥିତ ସାର ଗଙ୍ଗାରାମ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ … Read More

କଳ୍ପନା ଦାଶ ଓ ତାଙ୍କ ଝିଅ ହତ୍ୟାକାଣ୍ଡ ମାମଲା : ମୁଖ୍ୟ ଅଭିଯୁକ୍ତ ଅନୁପ ସାଏଙ୍କୁ ଅନ୍ତରୀଣ ଜାମିନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଡବଲ ମର୍ଡର ଘଟଣାରେ ଗିରଫ ହୋଇ ଜେଲ୍‍ ରେ ଥିବା ପୂର୍ବତନ ବିଧାୟକ ଅନୁପ ସାଏଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତର ସ୍ୱାସ୍ଥ୍ୟ ଅବସ୍ଥା କାରଣରୁ ଜାମିନରେ ବାହାରି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। … Read More

ପଞ୍ଚଭୂତରେ ଲୀନ ହେଲେ ପ୍ରଦୀପ ମହାରଥୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ପୁରୀ ସ୍ବର୍ଗଦ୍ବାରରେ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ମହାରଥୀଙ୍କ ପାର୍ଥିବ ଶରୀରକୁ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯାଦା ସହ ତାଙ୍କର ଶେଷକୃତ୍ୟ କରାଯାଇଛି । ସ୍ବର୍ଗଦ୍ବାରରେ ତାଙ୍କୁ ଭଲ ପାଉଥିବା ଲୋକ, ପରିବାର ସଦସ୍ୟ ଏବଂ ବିଭିନ୍ନ … Read More

ପରଲୋକରେ ମହାରଥୀ ; ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ବର, (ଓଡିଶା ଟାଇମ୍) :ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ତଥା ବିଜେଡ଼ିର ଜଣେ ଟାଣୁଆ ନେତା ପ୍ରଦୀପ ମହାରଥୀ। ବିଧାନସଭା ପରିସରରେ ମହାରାଥୀଙ୍କ ପାର୍ଥିବ ଶରୀର ପହଞ୍ଚି ସାରିଛି। ଭୁବନେଶ୍ୱର ସରକାରୀ ବାସଭବନରୁ ତାଙ୍କର ପାର୍ôଥବ ଶରୀର ନିଆଯାଇଛି।ପ୍ରଥମେ … Read More

ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) : ପିପିଲି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ହୋଇଛି। ଶନିବାର ରାତ୍ରି ୨ଟା ୩୬ମିନିଟ ସମୟରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା।, ସୂଚନାଅନୁସାରେ, ଶ୍ରୀ ମହାରଥୀ … Read More

ଆଉ ୫ ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଧାନସଭାରେ କରୋନା ଟେଷ୍ଟରେ ଆଉ ୫ ବିଧାୟକ ପଜିଟିଭ ହୋଇଛନ୍ତି । ତୃତୀୟ ଦିନରେ ହୋଇଥିବା ଟେଷ୍ଟରେ ବିଧାୟକ ପଜିଟିଭ୍ ଆସିଥିବା ସୂଚନା ମିଳିଛି । ଗତକାଲି ୨୫ ବିଧାୟକଙ୍କର କରୋନା ଟେଷ୍ଟ ହୋଇଥିଲା । ସେମାନଙ୍କ … Read More

୨ ମନ୍ତ୍ରୀଙ୍କ ସମେତ ୧୨ ବିଧାୟକ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨ ମନ୍ତ୍ରୀଙ୍କ ସମେତ ୧୨ ବିଧାୟକ କରୋନା ପଜିଟିଭ୍‌ ଚିହ୍ନଟ୍। ବିଧାନସଭାରେ ହୋଇଥିବା ଦ୍ୱିତୀୟ ଦିନର କୋଭିଡ ରିପୋର୍ଟ ଆସିସାରିଛି। କାଲିର ପରୀକ୍ଷାରୁ ଆଉ ୧୨ ବିଧାୟକ ଓ ୨ ମନ୍ତ୍ରୀ କରୋନା ପଜିଟିଭ୍ ଚିହ୍ନଟ … Read More

ସି-ସୋର ଚିଟଫଣ୍ଡ ଲିଙ୍କ୍‍ ନେଇ ଦେବୀ ମିଶ୍ରଙ୍କ ଘରେ ସିବିଆଇ ଚଢାଉ

ଭୁବନେଶ୍ବର, (ଓଡିଶା ଟାଇମ୍) :ପୂର୍ବତନ ମନ୍ତ୍ରୀଙ୍କ ଘରେ ସିବିଆଇ ଟିମ୍‌ । ସି-ସୋର ଚିଟ୍‌ଫଣ୍ଡ ଲିଙ୍କ୍ ମାମଲାରେ ସିବିଆଇ ଟିମ୍‌ ଖୋଲତାଡ଼ ଆରମ୍ଭ କରିଥିବା ଜଣାପଡିଛି । ସିବିଆଇର ୭ଜଣିଆ ଟିମ୍‌ ପକ୍ଷରୁ ଛାନ୍‌ଭିନ୍‌ ଜାରି ରହିଛି । ପୂର୍ବତନ ମନ୍ତ୍ରୀ … Read More

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କରୋନା ପଜିଟିଭ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ତାଙ୍କ … Read More

ବିଧାନସଭା ଅଧିବେଶନ ପୂର୍ବରୁ ବାଚସ୍ପତିଙ୍କ ସୂଚନା, ସମସ୍ତ ବିଧାୟକ ଓ କର୍ମଚାରୀଙ୍କର ହେବ କୋଭିଡ଼ ଟେଷ୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଧାନସଭା ଅଧିବେଶନ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ବାଚସ୍ପତି କହିଛନ୍ତି ଯେ, ବିଧାନସଭା ବସିବାର ୨ ଦିନ ଆଗରୁ ଆୟୋଜି କ୍ୟାମ୍ପରେ ସ୍ୱାବ ଟେଷ୍ଟ କରାଯିବ । ସବୁ … Read More