ଭାରତରେ ଲିଙ୍ଗଗତ ଡିଜିଟାଲ୍ ପ୍ରଭେଦ ଦୂର କରିବା ଲାଗି ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ଡବ୍ଲୁ-ଜିଡିପି ଏବଂ ୟୁଏସ୍‌ଏଡ୍ ସହ ନୂଆ ସହଯୋଗିତା ସ୍ଥାପନ

ମୁମ୍ବାଇ / ଭୁବନେଶ୍ୱର, (ଓଡିଶା ଟାଇମ୍) : ଓମନେସ୍ ଗ୍ଲୋବାଲ୍ ଡେଭେଲପ୍‌ମେଂଟ୍ ଆଣ୍ଡ୍ ପ୍ରସ୍ପରିଟି (ଡବ୍ଲୁ-ଜିଡିପି) ଅଭିଯାନ ଅଧୀନରେ ଭାରତରେ ଲିଙ୍ଗଗତ ଡିଜିଟାଲ୍ ପ୍ରଭେଦ (ବୈଷମ୍ୟ)କୁ ଦୂର କରିବା ଲାଗି ୟୁଏସ୍ ଏଜେନ୍ସି ଫର ଇଟଂରନ୍ୟାସନାଲ୍ ଡେଭେଲପ୍‌ମେଂଟ୍ (ୟୁଏସ୍‌ଏଡ୍‌) ଓ ରିଲାଏନ୍ସ … Read More

ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ, (ଓଡିଶା ଟାଇମ୍) :ବଲିଉଡ ଆକ୍ଟର ସଞ୍ଜୟ ଦତ୍ତ ଅସୁସ୍ଥ ହୋଇପଡ଼ିଛନ୍ତି । ତାପରେ ତାଙ୍କୁ ଲୀଲାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ଅନ୍ୟପଟେ ତାଙ୍କର … Read More

ସୁଶାନ୍ତଙ୍କ ଅନ୍ତିମ ସଂସ୍କାରକୁ କାହିଁକି ଯାଇନଥିଲେ ଅଙ୍କିତା, ଏଭଳି ଉତ୍ତର ଦେଲେ ଅଭିନେତ୍ରୀ

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି । ଏପରିକି ସୁଶାନ୍ତଙ୍କ ବାପା ତାଙ୍କ ଗାର୍ଲଫ୍ରେଣ୍ଡ ରିୟାଙ୍କ ବିରୋଧରେ ମଧ୍ୟ ସଙ୍ଗୀନ ଅଭିଯୋଗ ଆଣିଥିବା ନଜର ଆସିଛି … Read More

ସୁସ୍ଥ ହୋଇ ଘରକୁ ଫେରିଲେ ଅମିତାଭ ବଚନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନାରୁ ସୁସ୍ଥ ହେଲେ ବଲିଉଡ ଅଭିନେତା ଅମିତାଭ ବଚ୍ଚନ । ରିପୋର୍ଟ ନେଗେଟିଭ୍ ଆସିବା ପରେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି ବିଗ୍ ବି । ଏନେଇ ଟ୍ୱିଟ ମାଧ୍ୟମରେ ସୂଚନା ଦେଲେ ଅଭିଷେକ … Read More

ବଲିଉଡ କୋରିଓଗ୍ରାଫର ସରୋଜ ଖାନଙ୍କ ପରଲୋକ

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ କୋରିଓଗ୍ରାଫର ସରୋଜ ଖାନଙ୍କ ପରଲୋକ । ହୃଦଘାତ ଯୋଗୁ ଗୁରୁବାର ବିଳମ୍ବିତ ରାତିରେ ତାଙ୍କ ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ଜୁନ ୧୭ରେ ସେ ମୁମ୍ବାଇର … Read More

ଜୁଲାଇ ୩୧ ଯାଏ ଲକଡାଉନ୍ ବଢ଼ାଇଲା ଏହି ରାଜ୍ୟ

ମୁମ୍ବାଇ, (ଓଡିଶା ଟାଇମ୍) :ସାରା ଦେଶରେ କରୋନା ପରିସ୍ଥିତି ଭୟଙ୍କର ହେବାରେ ଲାଗିଲାଣିି । ଏହାରି ମଧ୍ୟରେ ଲକ-ଡାଉନକୁ ୩୧ ଜୁଲାଇ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ମହାରାଷ୍ଟ୍ର ସରକାର । ରାଜ୍ୟରେ ଲଗାତାର କରୋନା ମାମଲା ବଢୁଥିବାର ଦେଖି ଉଦ୍ଧବ ଠାକରେ … Read More

ସୁଶାନ୍ତଙ୍କ ବିୟୋଗ ସହି ନ ପାରି ପ୍ରାଣ ହାରିଲେ ଭାଉଜ

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁରେ ତାଙ୍କ ପରିବାର, ସେଲିବ୍ରିଟ ଓ ପ୍ରଶଂସକମାନେ ଚକିତ ହୋଇଛନ୍ତି । ମାତ୍ର ୩୪ ବର୍ଷ ବୟସରେ ଏତେ ସଫଳ ଅଭିନେତା ଆତ୍ମହତ୍ୟାକୁ ବାଛି ନେବେ ବୋଲି କେହି … Read More

ପଞ୍ଚଭୂତରେ ଲୀନ ହେଲେ ଅଭିନେତା ସୁଶାନ୍ତ ସିଂ ରାଜପୁତ

ମୁମ୍ବାଇ , (ଓଡିଶା ଟାଇମ୍) : ପଞ୍ଚଭୂତରେ ଲୀନ ହୋଇଛି ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପାର୍ଥିବ ଶରୀର। ମୁମ୍ବାଇ ଭିଲେପାର୍ଲେସ୍ଥିତ ଶ୍ମଶାନଘାଟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। କରୋନା ପାଇଁ କଟକଣା ରହିଥିଲେ ମଧ୍ୟ ଅନେକ ବଲିଉଡ୍ କଳକାର … Read More

ସୁଶାନ୍ତଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକଙ୍କ ଅଭିଯୋଗ

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କୁ ହତ୍ୟା କରାଯାଇଛି ବୋଲି ତାଙ୍କ ପରିବାର ଲୋକେ ସୋମବାର ଅଭିଯୋଗ କରିଛନ୍ତି। ସୁଶାନ୍ତ ନିଜକୁ ମାରିପାରିବେ ନାହିଁ, ତାଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ କହିଛନ୍ତି। ତାଙ୍କ … Read More

ଆଇପିଏସ୍‌ ଅମିତାଭଙ୍କ ଘନିଷ୍ଠ ଥିଲେ ସୁଶାନ୍ତ ସିଂହ

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ଖବର ସମସ୍ତଙ୍କୁ ଚକିତ କରିଛି। ବଲିଉଡର ଜଣେ ଲୋକପ୍ରିୟ କଳାକାର ଭାବେ ଜଣାଶୁଣା ଅଭିନେତା ସୁଶାନ୍ତ ସିଂ ରାଜପୁତ ଗତକାଲି ମୁମ୍ବାଇରେ ଥିବା ନିଜ ଘରେ ଫାଶୀ … Read More