ଆସିଲା ସୁଶାନ୍ତ ସିଂଙ୍କ ପୋଷ୍ଟମୋର୍ଟମ ରିପୋର୍ଟ, ଜାଣନ୍ତୁ କ’ଣ କହିଲେ ଡାକ୍ତର
ମୁମ୍ବାଇ, (ଓଡିଶା ଟାଇମ୍) : ଗତକାଲି ୩୪ ବର୍ଷୀୟ ସୁଶାନ୍ତ ସିଂ ରାଜପୁତ ବାନ୍ଦ୍ରା ସ୍ଥିତ ନିଜ ଫ୍ଲାଟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ । କୁହାଯାଉଛି ଯେ ସୁଶାନ୍ତ ସିଂ ଗତ ୬ ମାସ ଧରି ଡିପ୍ରେସନରେ ଥିଲେ । … Read More