ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର (ଓଡ଼ିଶା ଟାଇମ୍) : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମଦିନ। ରାଜ୍ୟରେ ୫ମ ପାଳି ସରକାର ଚଳାଉଥିବା ବିଜେଡି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତ ଖୁବ୍ ବେଶି । ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ତାଙ୍କ ନିବାସ ବାହାରେ ପ୍ରବଳ ଭିଡ଼ … Read More

ନବୀନଙ୍କ ଶାସନ ସମୟରେ ଚାକିରି ଛାଡ଼ିଲେଣି ୭ ଆଇଏଏସ୍‌

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): କ୍ଷମତା ଓ ସମ୍ମାନ ଦୃଷ୍ଟିରୁ ଆକର୍ଷଣୀୟ ଚାକିରି ଭାବେ ଉଭା ହୋଇଥିବା ସର୍ବଭାରତୀୟ ପ୍ରଶାସନିକ ସେବା ବା ଆଇଏଏସ୍‌ ଚାକିରି କିନ୍ତୁ ଓଡ଼ିଶାର କିଛି ଅଧିକାରୀଙ୍କ ଲାଗି ପିତା ହେବାରେ ଲାଗିଛି। ସେଥିଲାଗି ଓଡ଼ିଶା ଶାସନରୁ ସ୍ଵେଚ୍ଛାକୃତ … Read More

୬ ମାସରେ ବଦଳିଲେ ୬ ମୁଖ୍ୟମନ୍ତ୍ରୀ: କାହିଁକି, କେମିତି ଓ କେଉଁଠି ଜାଣନ୍ତୁ ସମ୍ପୂଣ୍ଣ ରିପୋର୍ଟ

ବିଗତ ୬ ମାସ ମଧ୍ୟରେ ୫ ରାଜ୍ୟରେ ବଦଳିଲେଣି ୬ ଜଣ ମୁଖ୍ୟମନ୍ତ୍ରୀ । ଖାଲି ବିଜେପି ଶାସିତ ରାଜ୍ୟରେ ନୁହେଁ, କଂଗ୍ରେସ ବି ସମ୍ଭାବୃ୍ୟ ନିର୍ବାଚନରେ ନିଜର ସ୍ଥିତିକୁ ସୁଧାରିବା ଲାଗି ଏହି ରଣନୀତିକୁ ଆପଣାଇଛି। ତେବେ କିଏ କେଉଁଠି … Read More

‘ସୁଜଳ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ସୁଜଳ’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରାଥମିକ ପର୍ଯ୍ୟାୟରେ ୨ଟି ସହର ପୁରୀ ଓ ଭୁବନେଶ୍ବରରେ ଆରମ୍ଭ ହୋଇଛି। ଏହି  ୨ଟି ସହରର ୧.୮୦ ଲକ୍ଷ … Read More

ଆଗାମୀ କିଛି ସପ୍ତାହ ଗୁରୁତ୍ୱପୂର୍ଣ୍ଣ, ଆମକୁ ବ୍ୟାପକ ସତର୍କତା ଗ୍ରହଣ କରିବାକୁ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ ) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ଜରିଆରେ ସ୍ୱାସ୍ଥ୍ୟକର୍ମୀଙ୍କ ସହ ଆଲୋଚନା କରିଛନ୍ତି । କରୋନା ଭାଇରସ ମୁକାବିଲା ପାଇଁ ଆଗାମୀ କିଛିି ସପ୍ତାହ ବେଶ ଗୁରୁତ୍ୱପୂର୍ଣ୍ଣ । ଏଥିପାଇଁ ଆମକୁ ବ୍ୟାପକ ସତର୍କତା … Read More

କୋଭିଡ୍ ଯୋଦ୍ଧା କରୋନାରେ ଆକ୍ରାନ୍ତ ନେଇ ଚିନ୍ତା, ସ୍ବାସ୍ଥ୍ୟକର୍ମୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମିତ ଦିନକୁ ଦିନ ବଢୁଛି । ସଂକ୍ରମିତଙ୍କ ମଧ୍ୟରେ କୋଭିଡ୍ ଯୋଦ୍ଧା କରୋନାରେ ଆକ୍ରାନ୍ତ ହେବାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ଆଜି ଦିନ … Read More

ଜୁନ୍‌ ମାସ ହେବ ନିଣ୍ଣାୟକ; ଦେଖନ୍ତୁ ମୁଖ୍ୟମନ୍ତ୍ରୀ କ’ଣ କହିଲେ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ଜୁନ୍‌ ମାସ କରୋନା ନିୟନ୍ତ୍ରଣ କ୍ଷେତ୍ରରେ ନିଣ୍ଣାୟକ ହେବ। ଏହି ମାସରେ ଯଦି ଆମେ ଭୁତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିପାରିବା ତେବେ କରୋନା ବିରୋଧୀ ଲଢ଼େଇରେ ଆମକୁ ଅଭୂତପୂର୍ବ ସଫଳତା ମିଳିବ ବୋଲି ଆଶା କରିଛନ୍ତି ମୁଖ୍ୟମନ୍ତ୍ରୀ … Read More

ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ: ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ସତର୍କତା ନେଇ ଦେଶ ଓ ରାଜ୍ୟ ଲକ ଡାଉନ ରହିଥିଲା । ଲକଡାଉନ ସମୟରେ ଲୋକପ୍ରିୟତା ନେଇ ସି-ଭୋଟର ଓ ଆଇଏଏନଏସ ପକ୍ଷରୁ ଏକ ସର୍ଭେ ହୋଇଥିଲା । ସର୍ଭେ ରିପୋର୍ଟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ … Read More

ଆକାଶ ମାର୍ଗରୁ ବାତ୍ୟା ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ଓଡିଶା ଟାଇମ୍):ଆକାଶ ମାର୍ଗରୁ ବାତ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତକାଲି ତାଣ୍ଡବ ରଚିଥିଲା ପ୍ରଳୟଙ୍କରୀ ବାତ୍ୟା ଅମ୍ଫନ । ରାଜ୍ୟର ୪ଟି ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଜଗତସିଂହପୁ ଓ କେନ୍ଦ୍ରାପଡ଼ାରେ ବାତ୍ୟା ଅମ୍ଫନର ପ୍ରଭାବ … Read More

ରାଜନୀତିକ ଦାନ ନେବାରେ ବିଜେଡି ଦେଶରେ ୩ ନମ୍ବର

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ଗଲା ଦୁଇ ଦଶନ୍ଧି ହେଲା ଓଡ଼ିଶାକୁ ଶାସନ କରୁଥିବା ନବୀନ ପଟ୍ଟନାୟକଙ୍କ ବିଜୁ ଜନତା ଦଳ ବିଜେଡି) ପାଣ୍ଠି ସଂଗ୍ରହ କରିବାରେ ଦେଶରେ ରେକର୍ଡ ସୃଷ୍ଟି କରିଛି। ୨୦୧୮-୧୯ ଆର୍ଥିକବର୍ଷରେ ଏହି ଦଳ ଭାରତ ବର୍ଷର ତୃତୀୟ … Read More