ପ୍ରଦୀପ ଓ ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ବର, (ଓଡ଼ିଶା ଟାଇମ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍ । ପ୍ରଦୀପଙ୍କ ଘର ସମେତ ତାଙ୍କ ସହଯୋଗୀ ଓ ସମ୍ପର୍କୀୟଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ୧୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । … Read More

ଟିକା ନେଇଥିବା ସ୍ବାସ୍ଥ୍ୟକର୍ମୀଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ବର, (ଓଡିଶା ଟାଇମ୍) :ସାରା ଦେଶ ସହିତ ଆଜି ଓଡ଼ିଶାରେ ମଧ୍ୟ କୋଭିଡ୍‌ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ୫ଟି ମହାନଗର ନିଗମ, ଏମ୍‌ସ ସମେତ ରାଜ୍ୟର ୧୬୧ କେନ୍ଦ୍ରରେ ଟିକାକରଣ କରାଯାଇଛି। ଏହି ଅବରସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକା … Read More

କୋଭିଡ୍-୧୯ ପରିସ୍ଥିତିରେ ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ସ୍ପଷ୍ଟ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଶମ ଓ ଦ୍ବାଦଶ ପରୀକ୍ଷା ପ୍ରସଙ୍ଗରେ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ୍ ପରିସ୍ଥିତିରେ ପରୀକ୍ଷା ପାଇଁ ଜାତୀୟ ସ୍ତରରେ ଗାଇଡ୍ ଲାଇନ୍ ପ୍ରସ୍ତୁତ … Read More

ସ୍ବାଭିମାନ ଅଞ୍ଚଳ ସବୁବେଳେ ମୋ ହୃଦୟରେ ରହିଛି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ମାଲକାନଗିରିର ସ୍ବାଭିମାନ ଅଂଚଳବାସୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସିଧାସଳଖ ଫୋନ୍ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଅଂଚଳରେ ବିକାଶମୂଳକ କାମର ସମୀକ୍ଷା କରିଛନ୍ତି । ସ୍ବାଭିମାନ ଅଞ୍ଚଳର ବିକାଶ ବ୍ୟୟ ବରାଦ … Read More

ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତଙ୍କ ଜୀବନରେ ବିକାଶର ଆଲୋକ ଭରିଦେବା ପାଇଁ ସଂକଳ୍ପବଦ୍ଧ ହୋଇ କାମ କରିବା ଏବଂ ଓଡ଼ିଶାର … Read More

ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ପିଲାଙ୍କ ଛାତ୍ରବୃତ୍ତିରେ ପରିବର୍ତ୍ତନ ହେବ ନାହିଁ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ପିଲାଙ୍କ ପୋଷ୍ଟ ମାଟ୍ରିକ ସ୍କଲାରସିପରେ କୌଣସି ପରିବର୍ତ୍ତନ ହେବନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ସୂଚନା ଦେଇଛନ୍ତି । ନବୀନ କହିଛନ୍ତି, ଏସସି-ଏସଟି ଛାତ୍ରଛାତ୍ରୀ ବର୍ତ୍ତମାନ ପ୍ରଚଳିତ … Read More

ତିର୍ତ୍ତୋଲ ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଭର୍ଚୁଆଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସହ ରହିଛି’

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ବର : ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଡିଜିଟାଲ ପ୍ରଚାର କରିଛନ୍ତି । ଭର୍ଚୁଆଲ ମାଧ୍ୟମରେ ନବୀନ ତିର୍ତ୍ତୋଲ ବାସୀଙ୍କୁ ସମ୍ବୋଧନ କରି କହିଛନ୍ତି ଯେ, ତିର୍ତ୍ତୋଲ ବାସୀ ସବୁବେଳେ … Read More

ଉପନିର୍ବାଚନ ପାଇଁ ଦୁଇ ଦିନିଆ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୨୮ରେ ତିର୍ତ୍ତୋଲ ଏବଂ ୨୯ରେ ବାଲେଶ୍ବର ପାଇଁ ପ୍ରଚାର

ଭୁବନେଶ୍ବର, (ଓଡିଶା ଟାଇମ୍) : ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଆରମ୍ଭ ହୋଇସାରିଛି । ନିକଟରେ ବିଜେପି ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ରାଲି କରିଥିବା ବେଳେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଖୁବଶୀଘ୍ର … Read More

କରୋନା ମୁକାବିଲାରେ ଆମେ ଆଗରେ, ରାଜ୍ୟରେ ପଜିଟିଭ୍ ସଂଖ୍ୟା କମିଛି, ତଥାପି ଆମକୁ ଆହୁରି ସାବଧାନ ଓ ସତର୍କ ରହିବାକୁ ହେବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଶାରଦୀୟ ପୂଜା ସମୟରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ ଓଡିଶା ଗତ ସାତ ମାସ ହେବ କରୋନା ବିରୋଧରେ ଲଢେଇ … Read More

ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ଼ ସ୍ଥିତି ଓ ପାର୍ବଣ ସଂପର୍କରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କିଛି କହିପାରନ୍ତି ବୋଲି ଅନୁମାନ କରାଯାଉଛି । ରାଜ୍ୟରେ କରୋନା ଗ୍ରାଫ … Read More