ଶ୍ରୀମନ୍ଦିର ଉନ୍ନୟନ କାର୍ଯ୍ୟ ଓ ସୌନ୍ଦର୍ଯ୍ୟକରଣର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : : ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ପହଞ୍ଚି ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପୁରୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଚଉହଦୀରେ ହୋଇଥିବା ବିଭିନ୍ନ କାର୍ଯ୍ୟ … Read More

୭୫ ବର୍ଷରେ ପାଦ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ହେଉଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଆଜି ସେ ୭୫ ବର୍ଷରେ ପାଦ ଥାପିଛନ୍ତି। କରୋନା ସ୍ଥିତିକୁ ଦେଖି ମୁଖ୍ୟମନ୍ତ୍ରୀ ଆଜି ଜନ୍ମଦିନ ପାଳନ କରିବେ ନାହିଁ । ତେଣୁ ନବୀନ ନିବାସ … Read More

ଏ ବର୍ଷ ବି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) :ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାବାସୀଙ୍କ ଭଲ ପାଇବା … Read More

ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ‘ଯଥାର୍ଥରେ ସେ ଥିଲେ ଜନତାଙ୍କ ନେତା’

ଭୁବନେଶ୍ବର, (ଓଡିଶା ଟାଇମ୍) :ପୂର୍ବତନ ମନ୍ତ୍ରୀ ତଥା ବିଜେଡ଼ି ନେତା ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ । ମହାରଥୀଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ଜଣେ ନିଷ୍ଠାବାନ ଓ ବରିଷ୍ଠ ନେତାଙ୍କୁ ହରାଇଛି … Read More

ଆଗାମୀ ତିନିବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଗାମୀ ତିନି ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବାଲେଶ୍ୱରରୁ ବସ୍ତି ଉନ୍ନତିକରଣ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । … Read More

ହରିବଂଶଙ୍କୁ ବିଜେଡିର ସମର୍ଥନ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ରାଜ୍ୟ ସଭା ଉପାଧ୍ୟକ୍ଷ ପ୍ରାର୍ଥୀ ହରିବଂଶ ନାରାୟଣ ସିଂଙ୍କୁ ସମର୍ଥନ କରିବ ବିଜେଡି । ଏନଡିଏ ପ୍ରାର୍ଥୀ ତଥା ଜେଡିୟୁ ପ୍ରାର୍ଥୀଙ୍କୁ ବିଜେଡ଼ି ସମର୍ଥନ କରିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । … Read More

ନବୀନଙ୍କୁ ସମର୍ଥନ ମାଗିଲେ ନୀତିଶ : ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ହରିବଂଶ ନାରାୟଣ ସିଂହଙ୍କୁ ବିଜେଡ଼ିର ଭୋଟ୍‌ ଲାଗି ଅନୁରୋଧ

ଭୁବନେଶ୍ବର, (ଓଡିଶା ଟାଇମ୍) :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଜି ଫୋନ ଯୋଗେ କଥା ହୋଇଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ନେଇ ନୀତିଶ ନବୀନଙ୍କ ସମର୍ଥନ ଲୋଡିଛନ୍ତି । ଜେଡିୟୁ ପ୍ରାର୍ଥୀ ହରିବଂଶ … Read More

ସ୍ବାୟତଶାସନ ଦିବସରେ ଦୁଇଟି ନାଗରିକକେନ୍ଦ୍ରିକ ଆପ୍‌ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆଜି ସ୍ବାୟତ ଶାସନ ଦିବସ ଅବସରରେ ଲୋକସେବା ଭବନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଆମ ସହର’ ଓ ‘ସ୍ବଚ୍ଛ ସହର ଓଡ଼ିଶା’ ନାମକ ଦୁଇଟି ନାଗରିକକେନ୍ଦ୍ରିକ ମୋବାଇଲ୍‌ ଫୋନ୍ ଆପ୍ଲିକେସନ୍‌ର ଶୁଭାରମ୍ଭ କରିଛନ୍ତି।  ଲୋକସେବା … Read More

ଆଜି ଆକାଶ ମାର୍ଗରୁ ବନ୍ୟା ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ବନ୍ୟା ସ୍ଥିତି ପରଖିବେ । ବନ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ଏନେଇ ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ । ଗତ ତିନି … Read More

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜେଇଇ ଏବଂ ନିଟ୍ ସ୍ଥଗିତ ରଖିବାକୁ କଲେ ଅନୁରୋଧ

ଭୁବନେଶ୍ବର, (ଓଡିଶା ଟାଇମ୍) :  କରୋନା ପରିସ୍ତିତିକୁ ଦୃଷ୍ଟିରେ ରଖି ଦେଶରେ ନିଟ ଏବଂ ଜେଇଇ ପ୍ରବେଶିକା ପରୀକ୍ଷା ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି। ବିଶେଷ ଭାବରେ … Read More