କନ୍ଧମାଳରେ ଆଉ ଏକ ମାଓବାଦୀ ନିହତ, ଅପରେଶନ ଜୋରଦାର
କନ୍ଧମାଳ, (ଓଡିଶା ଟାଇମ୍) : କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଶିର୍ଲା ଜଙ୍ଗଲରେ ପୁଣି ଏନ୍କାଉଣ୍ଟର। ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ନିହତ ମାଓବାଦୀ ଜଣକ ବଂଶଧାରା ଘୁମୁସର ନାଗାବଳୀ ଡିଭିଜନ ସଦସ୍ୟ ବୋଲି କୁହାଯାଉଛି … Read More