ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ । ଦ୍ୱିତୀୟ AIIMS ପ୍ରତିଷ୍ଠା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ରାଜ୍ୟ ମୁଖ୍ୟ ଶାସନ ସଚିବ । ସୁନ୍ଦରଗଡ଼ ଜିଲ୍ଲାରେ AIIMS ପ୍ରତିଷ୍ଠା ନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୯୩୧ କରୋନା ସଂକ୍ରମିତ, ୨୭୪୧୮୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୪୧୮୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ରାଜ୍ୟରେ ଚିହ୍ନଟ ହେଲେ ୨୬୭୩ କରୋନା ସଂକ୍ରମିତ,୨୩୮୦୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୨୬୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୮୦୦୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଗାଡ଼ି ଚାଳକ ସାବଧାନ: ଏହି ନିୟମ ନମାନିଲେ ବାତିଲ ହେବ ଡ଼ିଏଲ, ଜାଣି ରଖନ୍ତୁ ନିୟମ ସମ୍ପର୍କରେ

ଭୁବନେଶ୍ବର, (ଓଡିଶା ଟାଇମ୍) : ମଦ ପିଇ ଗାଡି ଚଳାଇଲେ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ । ଗାଡି ଚଳାଇବା ବେଳେ ମୋବାଇଲରେ କଥାହେଲେ ମଧ୍ୟ ଡ୍ରାଇଭିଂ ଲାଇସେନ୍ସ ବାତିଲ ହୋଇପାରେ । ନିର୍ଦ୍ଧାରିତ ବେଗଠାରୁ ମଧ୍ୟ ଅଧିକ ବେଗରେ ଗାଡି … Read More

ବିଜେଡ଼ି କର୍ମକର୍ତ୍ତାଙ୍କୁ ନୂଆ ସାଙ୍ଗଠନିକ ଦାୟିତ୍ୱ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଜେଡିରେ ନେତାଙ୍କୁ ସାଂଗଠନିକ ଦାୟିତ୍ବ ପ୍ରଦାନ କରାଯାଇଛି । ବିଜେଡିରେ ୪୫ ଜଣଙ୍କୁ ନୂଆ ସମ୍ପାଦକ ଓ ୪୧ ଜଣଙ୍କୁ ନୂଆ ଯୁଗ୍ମ ସମ୍ପାଦକ ଭାବେ ନିଯୁକ୍ତି ମିଳିଛି । ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହି … Read More

ଟ୍ୟାକ୍ସ ସୁଧାର ପାଇଁ ଆସିଲା ନୂଆ ନିୟମ

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିନ କରଦାତାଙ୍କ ପାଇଁ ‘ଟ୍ରାନ୍ସପରେଣ୍ଟ ଟାକ୍ସେସନ୍‌-ଅନରିଂଙ୍ଗ ଦ ଅନେଷ୍ଟ’ ନାମକ ଏକ ଯୋଜନା ଆରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ମୋଦି କହିଛନ୍ତି ଯେ ସଚ୍ଚୋଟ … Read More

ରାଜ୍ୟରେ ୯୦୫ ନୂଆ ପୁଲିସ ପଦବୀ ସହ ୬ଟି ନୂଆ ଥାନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପୋଲିସରେ ନୂଆ ନିଯୁକ୍ତିକୁ ମଞ୍ଜୁରି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶା ପୋଲିସର ୯୦୫ ପଦବୀରେ ନିଯୁକ୍ତି ପାଇଁ ଅନୁମତି ମିଳିଛି । ୨୨୦ ପୋଲିସ ଷ୍ଟେସନ ପାଇଁ ୯୦୫ ପଦବୀକୁ ଓ … Read More

ପୁଲିସ ମହାନିର୍ଦ୍ଦେଶକଙ୍କ ମାଲକାନଗିରି ଗସ୍ତ : ଉଦଘାଟନ କଲେ ଯୋଡ଼ାମ୍ବ ପୁଲିସ ଥାନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ଶନିବାର ମାଲକାନଗିରି ଜିଲ୍ଲା ଗସ୍ତ କରି ମାଓ ଦମନ ଉପରେ ଆଲୋଚନା ଏବଂ ଏକ ନୂତନ ପୁଲିସ ଥାନା ଉଦଘାଟନ କରିଛନ୍ତି। ଏହି ଗସ୍ତରେ ସେ ଜିଲ୍ଲାର ସୁରକ୍ଷା … Read More

ରାଜ୍ୟରେ ଆଉ ୧୮୬ କରୋନା ପଜିଟିଭ୍, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୦୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ … Read More

ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ସାବିତ୍ରୀ ରଥ

କଟକ, (ଓଡିଶା ଟାଇମ୍) : ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସାବିତ୍ରୀ ରଥ। କନଫରେନ୍ସ ହଲରେ ଶପଥ ପାଠ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି।କୋରୋନା ପାଇଁ ନିରାଡ଼ମ୍ବର ଭାବରେ ଶପଥ ଗ୍ରହଣ ଉତ୍ସବ କରାଯାଇଛି । ଗତ ଜାନୁଆରୀ … Read More