ସମ୍ ହୃଦରୋଗ ବିଶେଷଜ୍ଞଙ୍କ ସଫଳ ପ୍ରଚେଷ୍ଟା ଯୋଗୁ ନୂଆ ଜୀବନ ପାଇଲା ନବଜାତ ଶିଶୁ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡାକ୍ତରଙ୍କର ସଫଳ ଉପଚାର ଫଳରେ ନୂଆ ଜୀବନ ପାଇଛି ୪ ଦିନର ଶିଶୁ କନ୍ୟା । ଡେକ୍ସଟ୍ରୋ-ଟ୍ରାନ୍ସପୋଜିସନ୍ ଅଫ୍ ଦି ଗ୍ରେଟ୍ ଆର୍ଟେରୀଜ୍‌ (ଡି-ଟିଜିଏ)ଭଳି ହୃଦରୋଗ ସହିତ ଜନ୍ମ … Read More

ଟ୍ରେନ୍‌ରେ ଶିଶୁପୁତ୍ର ଜନ୍ମଦେଲେ ମହିଳା

ଭୁବନେଶ୍ବର, (ଓଡିଶା ଟାଇମ୍) : ତେଲେଙ୍ଗାନାର ଲିଙ୍ଗମପାଲିରୁ ବଲାଙ୍ଗିର ଆସୁଥିବା ଏକ ସ୍ପେଶାଲ ଟ୍ରେନ୍‌ରେ ଜଣେ ମହିଳା ଏକ ଶିଶୁପିତ୍ରକୁ ଜନ୍ମ ଦେଇଛନ୍ତି। ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକର ଥୋଡ଼ିବାହଲ ଗାଁରୁ ଇନ୍ଦୁରା ଛୁରା ଓ ତାଙ୍କ ପତ୍ନୀ ମୀନା କୁମ୍ଭାର … Read More