ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ; ୨ ଆତଙ୍କବାଦୀ ନିହତ
ନୂଆଦିଲ୍ଲୀ,(ଓଡିଶା ଟାଇମ୍) : ଜମ୍ମୁ-କାଶ୍ମୀରର କୁଲଗାମ ଚିଙ୍ଗାମ ସେକ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି।ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହାସହ ଘଟଣାସ୍ଥଳରୁ ବିଭିନ୍ନ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସୂଚନା ଯୋଗ୍ୟ, ଜମ୍ମୁ-କାଶ୍ମୀରର କୁଲଗାମ ଜିଲାର ଚିଙ୍ଗାମ ଅଞ୍ଚଳରେ ଆତଙ୍କବାଦୀ … Read More