କଟକ ସହରରୁ ଆଉ ୨୨ କରୋନା ପଜିଟିଭ୍ ଚିହ୍ନଟ
କଟକ, (ଓଡିଶା ଟାଇମ୍) :କଟକ ସହରରୁ ଆଉ ୨୨ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରେ ୧୫ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୨୨ । କ୍ୱାରେଣ୍ଟାଇନରେ ଥିବା ସଂକ୍ରମିତଙ୍କ ମଧ୍ୟରୁ ୯ଜଣ ସରକାରୀ, ୨ଜଣ … Read More











