ଭୁବନେଶ୍ୱର ନୂଆ ଛାତ୍ର କଂଗ୍ରେସ ସଭାପତି ନିଯୁକ୍ତ

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌):  ରାଷ୍ଟ୍ରୀୟ ଛାତ୍ର କଂଗ୍ରେସର ସଭାପତି ନିରଜ କୁନ୍ଦନ ଭୁବନେଶ୍ୱର ଛାତ୍ର କଂଗ୍ରେସ ସଭାପତି ଭାବରେ ଜଗଦୀଶ ଗଜେନ୍ଦ୍ର, ମଧ୍ୟ ଭୁବନେଶ୍ୱର ଛାତ୍ର କଂଗ୍ରେସ ସଭାପତି ଭାବରେ ଅବଦୁଲ ସାହରୁଖ ଖାନ, ଏକାମ୍ର ଭୁବନେଶ୍ୱରର ଛାତ୍ର କଂଗ୍ରେସ ସଭାପତି … Read More