ଅଣ-କୋଭିଡ୍ ରୋଗୀମାନଙ୍କ ଚିକିତ୍ସାକୁ ମଧ୍ୟ ପ୍ରାଧାନ୍ୟ ଦିଆଯାଉ:  ପ୍ରଦୀପ୍ତ ନାଏକ

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌):  ରାଜ୍ୟର ପ୍ରାୟ ସମସ୍ତ ଡାକ୍ତର କୋଭିଡ୍ ଚିକିତ୍ସା ପାଇଁ ନିୟୋଜିତ ହୋଇଥିବା କାରଣରୁ ଅଣ-କୋଭିଡ୍ ରୋଗୀମାନେ ଆବଶ୍ୟକ ଚିକିତ୍ସା ପାଇବାରୁ ବଞ୍ଚିତ ହେଉଛନ୍ତି । ଏଭଳି ସ୍ପର୍ଶକାତର ପ୍ରସଙ୍ଗକୁ ହୃଦବୋଧ କରି ଯଥାଶୀଘ୍ର ହସ୍ତକ୍ଷେପ କରିବାକୁ ବିରୋଧୀ … Read More