ଯୋଗୀଙ୍କ କ୍ୟାବିନେଟରେ ସାମିଲ ହେବେ ୬ ନୂଆ ମନ୍ତ୍ରୀ !

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଉତ୍ତର ପ୍ରଦେଶ ବିଜେପି ପ୍ରଭାରୀ ରାଧାମୋହନ ସିଂହ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବାକୁ ଯାଉଛି । ଏହି ବୈଠକରେ ବିଧାନ ପରିଷଦ ନିର୍ବାଚନ ଏବଂ ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି … Read More