ନୟାଗଡ଼ରେ ଷ୍ଟାଫ ନର୍ସଙ୍କୁ କରୋନା

Corona ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ଯୋଦ୍ଧାଙ୍କୁ କରୋନା। ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଜଣେ ଷ୍ଟାଫ ନର୍ସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କାର୍ଯ୍ୟରତ ଷ୍ଟାଫ୍‌ ନର୍ସଙ୍କ ସ୍ୱାବ୍ ଟେଷ୍ଟ ରିପୋର୍ଟ ଆସିବା ପରେ ସେ କରୋନାରେ ଆକ୍ରାନ୍ତ … Read More